Posted inଫୁରସତ

ଜାଣନ୍ତୁ ବିଶ୍ୱର ସବୁଠୁ ସୁନ୍ଦର, ବିଳାସମୟ ଏୟାରପୋର୍ଟ ସମ୍ପର୍କରେ…

ସାଧାରଣତଃ ରେଲ୍‌ଓ୍ବେ ଷ୍ଟେଶନ ହେଉ କି ଏୟାରପୋର୍ଟରେ ଅପେକ୍ଷା କରିବା ଭାରି କଷ୍ଟଦାୟକ। କିନ୍ତୁ ବିଶ୍ୱରେ ଏମିତି କିଛି ଏୟାରପୋର୍ଟ ଅଛି, ଯେଉଁଠାରେ ଅପେକ୍ଷା କରିବାକୁ ଯାତ୍ରୀମାନଙ୍କୁ ବିରକ୍ତ ଲାଗିବନି। ଜାଣନ୍ତୁ ଏପରି ଏୟାରପୋର୍ଟ ସମ୍ପର୍କରେ…

ଇଞ୍ଚିୟାନ୍‌ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ:


ଦକ୍ଷିଣ କୋରିଆସ୍ଥିତ ଏହି ଏୟାରପୋର୍ଟରେ ଯାତ୍ରୀମାନଙ୍କୁ ବିରକ୍ତ ନ ଲାଗିବା ପାଇଁ ଦୁଇଟି ସିନେମା ହଲ୍‌ ରହିଛି। ଏତଦ୍‌ବ୍ୟତୀତ ମ୍ୟୁଜିୟମ, ଶପିଂ ମଲ୍‌, ବୁଲାବୁଲି କରିବା ପାଇଁ ବଗିଚା ଏବଂ ଆଇସ୍‌ ସ୍କେଟିଂ ପାର୍କ ରହିଛି।

ସିଙ୍ଗାପୁର ଚାଙ୍ଗି ଏୟାରପୋର୍ଟ:


ଏହି ଏୟାରପୋର୍ଟରେ ଗାର୍ଡେନ୍‌, ଓ୍ବାଟରଫଲ୍‌ ରହିଛି। ଚାଙ୍ଗି ବିଶ୍ୱର ସବୁଠୁ ଦୀର୍ଘ ଏୟାରପୋର୍ଟ ସ୍ଲାଇଡ୍‌। ଏଠାରେ ଥିମ୍‌ ପାର୍କ ମଧ୍ୟ ଅଛି।

ହଂକଂ ଏୟାରପୋର୍ଟ:


ବିଶ୍ୱର ବିଳାସମୟ ଏୟାରପୋର୍ଟ ମଧ୍ୟରୁ ହଂକଂ ଏୟାରପୋର୍ଟ ଅନ୍ୟତମ। ଏଠାରେ ଆଇମେକ୍ସ ସିନେମା ହଲ୍‌ ଅଛି।

କ୍ୱାଲାଲମ୍ପୁର ଏୟାରପୋର୍ଟ:


ମାଲେସିଆର କ୍ୱାଲାଲମ୍ପୁର ଏୟାରପୋର୍ଟ ଖୁବ୍‌ ସୁନ୍ଦର। କଂକ୍ରିଟ୍‌ ରାସ୍ତା ଭିତରେ ବି ଏଠାରେ ସବୁଜ ବନାନୀ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri