ଜାଣନ୍ତୁ ହେପାଇଟାଇଟିସ୍‌ ରୋଗର ଲକ୍ଷଣ, ନିରାକରଣ

ଜୁଲାଇ ୨୮କୁ ବିଶ୍ୱ ହେପାଟାଇଟିସ୍‌ ଦିବସ ଭାବେ ପାଳନ କରାଯାଇଥାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ହେପାଟାଇଟିସ୍‌ ଏମିତି ଏକ ସଂକ୍ରାମକ ରୋଗ ଯାହା ଲିଭର ପ୍ରତି ବିପଦ ଆଣିଥାଏ। ଲିଭର ଆମ ଶରୀରର ମହତ୍ତ୍ୱପୂର୍ଣ୍ଣ ଅଙ୍ଗ। ଏହା ରକ୍ତରେ ଟକ୍ସସିନ୍‌ସକୁ ସଫା କରିବା ସହ ପାଚନକ୍ରିୟାରେ ସହାୟତା କରିଥାଏ। ଲିଭରକୁ ସୁସ୍ଥ ରଖିବା ପାଇଁ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବା ବିଶେଷ ଜରୁରୀ ।
ହେପାଟାଇଟିସ୍‌ ରୋଗର ଲକ୍ଷଣ :
– ତ୍ୱଚା ଏବଂ ଆଖି ହଳଦିଆ ପଡ଼ିଯାଏ।
– ଭୋକ ଲାଗି ନ ଥାଏ।
– ବାନ୍ତି ଲାଗିବା।
– ଜ୍ୱର ଏବଂ ଥକ୍କାପଣ ମାସ ମାସ ଧରି ଲାଗି ରହିଥାଏ।

କ’ଣ ଖାଇବେ ନାହିଁ :
-ମଦଠାରୁ ଦୂରେଇ ରୁହନ୍ତୁ। ମଦ ଲିଭର ଉପରେ କୁପ୍ରଭାବ ପକାଇଥାଏ।

– ଡାକ୍ତରଙ୍କ ପରାମର୍ଶ ବିନା କୌଣସି ଔଷଧ ସେବନ କରିବା ଅନୁଚିତ।

– ଫାଷ୍ଟଫୁଡ୍‌ଠାରୁ ଦୂରେଇ ରହିଲେ ଲିଭର ସୁସ୍ଥ ରହିଥାଏ।

– ଛେନା ଏବଂ ଲହୁଣି ଖାଆନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri