ଜାଣିଶୁଣି ଶାହ। ନଡ୍ଡାଙ୍କ ମୁଣ୍ଡରେ ବୋଳିଲେ ଅଠା !

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର କିଛି ଦିନ ପୂର୍ବରୁ ଭାଜପା ଜେ.ପି. ନଡ୍ଡାଙ୍କୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତ କରିଥିଲା। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ମାତ୍ର ଦିଲ୍ଲୀ ନିର୍ବାଚନ ଫଳାଫଳ ସମ୍ପର୍କରେ ଭାଜପାକୁ ବହୁ ଆଗରୁ ଜଣାଥିଲା। ରାଜ୍ୟରେ ପୁଣିଥରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) କ୍ଷମତା ଦଖଲ କରିବା ସଙ୍କେତ ଭାଜପାକୁ ମିଳି ସାରିଥିଲା। ତେଣୁ ଶାହ।ଙ୍କ ଉପରେ ଦିଲ୍ଲୀ ପରାଜୟ ବୋଝ ନ ଲଦିବା ଲାଗି ତରବରିଆ ଭାବେ ନଡ୍ଡାଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ କରାଯାଇଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଜାଣିଶୁଣି ଶାହ। ନଡ୍ଡାଙ୍କ ମୁଣ୍ଡରେ ଅଠା ବୋଳି ଦେଇଛନ୍ତି। ତେବେ ଦିଲ୍ଲୀ ପରାଜୟ ପରବର୍ତ୍ତୀ ସମୟରେ ଅନ୍ୟ ରାଜ୍ୟଗୁଡ଼ିକରେ ହେବାକୁ ଥିବା ନିର୍ବାଚନ ଫଳାଫଳକୁ ପ୍ରଭାବିତ କରିବା ଆଶଙ୍କା ଦେଖା ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri