ଜାତିସଂଘ ସୁରକ୍ଷା ପରିଷଦରେ ଫସର ଫାଟିଲା ଚାଇନାର ଚାଲ୍‌

ଜେନେଭା, ୧୬।୧: ଜାତିସଂଘରେ ଚାଇନାକୁ ଲୋକହସା ହେବାକୁ ପଡ଼ିଛି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପ୍ରସଙ୍ଗ ଚାଇନା ପକ୍ଷରୁ ଜାତିସଂଘର ସୁରକ୍ଷା ପରିଷଦରେ ଉପସ୍ଥାପନ କରାଯାଇଥିଲା। ତେବେ ଏନେଇ ଉପସ୍ଥିତ ଅନ୍ୟ ସଦସ୍ୟ କୌଣସି ମନ୍ତବ୍ୟ ଦେଇ ନ ଥିଲେ। ଫଳରେ ଭାରତକୁ ଅନ୍ତର୍ଜାତୀୟସ୍ତରରେ ସମସ୍ୟା ଭିତରକୁ ଟାଣିନେବା ପାଇଁ ଚାଇନା କରିଥିବା ଷଡ଼ଯନ୍ତ୍ର ଶେଷରେ ଫସର ଫାଟିଯାଇଛି। ସୂଚନାଯୋଗ୍ୟ, ଜାତିସଂଘ ସୁରକ୍ଷା ପରିଷଦରେ ଆଫ୍ରିକୀୟ ରାଷ୍ଟ୍ର ସମୂହ ସମ୍ପର୍କରେ ଆଳୋଚନା ପାଇଁ ରୁଦ୍ଧ ଦ୍ୱାର ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜାତିସଂଘରେ ଅବସ୍ଥାପିତ ଥିବା ଚାଇନାର ରାଷ୍ଟ୍ରଦୂତ ଝାଙ୍ଗ୍‌ ଜୁନ୍‌ ଭାରତ-ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ପ୍ରସଙ୍ଗ ଉଠାଇଥିଲେ। ଏଥିପାଇଁ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଦାୟୀ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri