ଜାତିସଂଘରେ ପାକିସ୍ତାନକୁ ଝଟ୍‌କା: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ଦାବିକୁ ମନା

ଜେନେଭା,୧୧।୯: ଜାତିସଂଘରେ ପାକିସ୍ତାନକୁ ଏକ ଝଟ୍‌କା ଲାଗିଛି। କଶ୍ମୀର ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ ଶାନ୍ତି ଆାଲୋଚନା ଦ୍ୱାରା ସମ୍ଭବ ହୋଇପାରିବ ବୋଲି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ କହିଛନ୍ତି। ଏହି ପ୍ରସଙ୍ଗରେ ଜାତିସଂଘ ମଧ୍ୟସ୍ଥତା କରିପାରିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ଜାତିସଂଘରେ ଥିବା ପାକିସ୍ତାନ ପ୍ରତିନିଧି ମଲିହା ଲୋଧିଙ୍କ ପକ୍ଷରୁ ଏହି ପ୍ରସଙ୍ଗ ଉପସ୍ଥାପନ କରାଯାଇଥିଲା। ପାକିସ୍ତାନ ଏହି ପ୍ରସଙ୍ଗରେ ଜାତିସଂଘର ମଧ୍ୟସ୍ଥତା ଲୋଡି ଥିଲା। ତେବେ ଏନେଇ ଜାତିସଂଘ ମହାସଚିବଙ୍କ ପ୍ରବକ୍ତା ଷ୍ଟେଫିନ୍‌ ଦୁଜାରେକ୍‌ କହିଛନ୍ତି ଯେ, ଭାରତ-ପାକିସ୍ତାନ ଯେ କୌଣସି ଆକ୍ରମଣାତ୍ମକ ପ୍ରତିକ୍ରିୟାରୁ ଦୂରେଇ ରହିବା ଆବଶ୍ୟକ। ଆପୋଷ ବୁଝାମଣା ଏବଂ ଶାନ୍ତିପୂର୍ଣ୍ଣ ଆଲୋଚନା ଦ୍ୱାରା ଏହାର ସମାଧାନ ଉପରେ ସେ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି, Gen-Z ଙ୍କ ସହ ମିଶିବା ପାଇଁ Insta ଖୋଲନ୍ତୁ…

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ମନ୍ତ୍ରୀମାନଙ୍କୁ ଜେନ୍-ଜି (Gen-Z) ବା ଆଜିକାଲିର ଯୁବବର୍ଗଙ୍କ ସହ ଯୋଡ଼ିହେବା ପାଇଁ ଇନ୍‌ଷ୍ଟାଗ୍ରାମ୍ (Instagram) ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି।…

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri