Posted inଜାତୀୟ

ଜାତୀୟ କ୍ରୀଡ଼ା ଦିବସ: ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୨୯।୮: ଜାତୀୟ କ୍ରୀଡ଼ା ଦିବସ ଅବସରରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ୍‌ ଇଣ୍ଡିଆ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ମୋଦି ଏହାର ଶୁଭାରମ୍ଭ କରିଛନ୍ତି। ଏଥିରେ କ୍ରୀଡ଼ା ଜଗତ ସହ ବହୁ ସେଲିବ୍ରିଟି ମଧ୍ୟ ଯୋଗ ଦେଇଛନ୍ତି। ବଲିଉଡ୍‌ର ଫିଟ୍‌ ନାୟିକା ଶିଳ୍ପା ସେଟ୍ଟିଙ୍କ ସମେତ ବହୁ ରାଜନେତା ମଧ୍ୟ ଏଥିର ଯୋଗ ଦେଇଥିବା ଦେଖିବାକୁ ମିଳିଛି।

ହକି କିମ୍ବଦନ୍ତୀ ଧ୍ୟାନ ଚାନ୍ଦଙ୍କ ଜନ୍ମ ବାର୍ଷିକୀ ଅବସରରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଛି। ମୋଦିଙ୍କ ଫିଠ୍‌ ଇଣ୍ଡିଆର ମୂଳ ଉଦ୍ଦେଶ୍ୟ ହେଉଛି ସାଧାରଣ ଲୋକଙ୍କୁ ସୁସ୍ଥ ରଖିବା। ପ୍ରଥମେ ସ୍ବଚ୍ଛତା ଅଭିଯାନ, ପରେ ଯୋଗ ଦିବସ ପାଳନ କରୁଥିବା ମୋଦି ଏବେ ଫିଟ୍‌ ଇଣ୍ଡିଆ ମାଧ୍ୟମରେ ଭାରତକୁ ସୁସ୍ଥ ରଖିବାକୁ ପ୍ରୟାସ କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇଲ ଗାଏବ

ଓଡ଼ିଶାରେ ଗତ ସପ୍ତାହର ଏକ ଖବର ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହେବା କଥା। ଦୁଇଟି ଘଟଣା ଖୋଦ୍‌ ସରକାରଙ୍କ ଦ୍ୱାରା ଲୋକଲୋଚନକୁ ଅଣାଗଲା। ରାଜ୍ୟ ସରକାରଙ୍କ ଗୃହ…

ଶାନ୍ତି ଚୁକ୍ତିରେ ଏହି ୧୪ ସର୍ତ୍ତ ରଖିଛି ଇରାନ

ତେହରାନ,୧୫ା୬: ଆମେରିକା ସହ ପ୍ରସ୍ତାବିତ ୧୪ ସୂତ୍ରୀ ସର୍ତ୍ତ ଜାରି କରିଛି ଇରାନ। ଅନ୍ତର୍ଜାତୀୟ ମିଡିଆ ରିପୋର୍ଟ ଅନୁସାରେ, ଏହି ଦାବିଗୁଡ଼ିକ ହେଲା ୩୦ ଦିନ ଭିତରେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ଆମେରିକା-ଇରାନର ଶାନ୍ତି ଚୁକ୍ତିକୁ ବିଶ୍ୱର ସ୍ବାଗତ

ଓ୍ବାଶିଂଟନ,୧୫ା୬: ଇରାନ-ଆମେରିକା ଶାନ୍ତି ଚୁକ୍ତି ପାଇଁ ରାଜି ହୋଇଥିବାରୁ ସାରା ବିଶ୍ୱ ଏହାକୁ ସ୍ବାଗତ କରିଛି। କତାର, ତୁର୍କି, ବ୍ରିଟେନ, ଜର୍ମାନୀ ଓ ଫ୍ରାନ୍ସ ଆଦି ଦେଶ…

ଶାନ୍ତି ଚୁକ୍ତି ପାଇଁ ଆମେରିକା-ଇରାନ ରାଜି, ଖୋଲିବ ହର୍ମୁଜ, ଅବରୋଧ ହଟାଇ…

ଓ୍ବାଶିଂଟନ,୧୫ା୬: ଐତିହାସିକ ଶାନ୍ତି ଚୁକ୍ତି ପାଇଁ ଆମେରିକା ଏବଂ ଇରାନ ସହମତି ପ୍ରକାଶ କରିଛନ୍ତି। ଶୁକ୍ରବାର ସ୍ବିଜରଲାଣ୍ଡ ଜେନେଭାରେ ଏହି ଐତିହାସିକ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହେବ।…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri