Posted inଖେଳ

ଜାତୀୟ ଜୁନିୟର ଖୋଖୋ ପାଇଁ ଓଡ଼ିଶା ଦଳ ମନୋନୀତ

ଭୁବନେଶ୍ୱର, ୧୮।୧୦(କ୍ରୀଡ଼ା ପ୍ରତିନିଧି)- ଗୁଜରାଟର ସୁରଟଠାରେ ଜାତୀୟ ଜୁନିୟର ଖୋଖୋର ୩୯ତମ ସଂସ୍କରଣଚଳିତମାସ ୧୯ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବାପାଇଁ ମନୋନୀତ ଓଡ଼ିଶା ଦଳ ଗୁରୁବାର ସୁରଟ ଯାତ୍ରା କରିଛି।
ବାଳିକା ଦଳ: ପୁଷ୍ପା ମାରାଣ୍ଡି, ସବ୍‌ନମ୍‌ ଖାତୁନ, ଆଶା ମାରାଣ୍ଡି, ପ୍ରତିମା ଦେ, ରୂପାଲି ପ୍ରଧାନ, ଅନନ୍ୟା ପ୍ରଧାନ, ଶିବାନୀ ଗମାଙ୍ଗୋ, ଶୁଭଶ୍ରୀ ସିଂ, ରଞ୍ଜିତା ବାରିକ, ଅର୍ଚ୍ଚନା ମାଝି, କାଦମ୍ବିନୀ ମାଝି, ମୋନିକା ନାୟକ। କୋଚ୍‌: ମଳୟ ରଞ୍ଜନ ବେହେରା, ମ୍ୟାନେଜର: କୁନ୍‌ମୁନ୍‌ ବେହେରା।
ବାଳକ ଦଳ: ଦିବ୍ୟରଞ୍ଜନ ସିଂ, ଦୀପକ ସିଂ, ସଞ୍ଜୟ ମଣ୍ଡଳ, ବଳଭଦ୍ର ମୁର୍ମୁ, ଅର୍ଜୁନ ସିଂ, କରନ ମାରାଣ୍ଡି, ଜଗନ୍ନାଥ ମାଝି, ସଞ୍ଜିତ ଚାଟମ୍ବା, ପୃଥ୍ବୀରାଜ ବାରିକ, ପି. ଦୀଲେଶ୍‌ ରେଡ୍ଡୀ, ପାବନୀ ଶବର, ଶାନ୍ତନୁ ସାମନ୍ତରାୟ। କୋଚ୍‌: ଗୋବିନ୍ଦ ବେହେରା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri