ଜାତୀୟ ଥ୍ରୋବଲ ଟୁର୍ନାମେଣ୍ଟ:ଭିଏସ୍‌ ବିଦ୍ୟାଳୟ ଛାତ୍ରୀ ମନୋନୀତ

ସୁନାବେଡା,୭।୧ଛତିଶଗଡର ଦୁର୍ଗଠାରେ ଜାତୀୟ ଥ୍ରୋବଲ ପ୍ରତିଯୋଗିତା ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବ ା ଏଥିରେ ସୁନାବେଡା ମିଗନଗରୀସ୍ଥିତ ଭିଏସ ବିଦ୍ୟାଳୟର ଏକାଦଶ ଶ୍ରେଣୀ ଛାତ୍ରୀ ଜଳ୍ପନା ମହାନ୍ତି ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ଗତ ନଭେମ୍ବର ୬ ତାରିଖରେ ନବରଙ୍ଗପୁରଠାରେ ଆୟୋଜିତ ରାଜ୍ୟସ୍ତରୀୟ ଟୁର୍ନାମେଣ୍ଟରେ ସେ କୋରାପୁଟ ଜିଲାର ପ୍ରତିନିଧିତ୍ତ୍ୱ କରି ଉତ୍ତମ ଖେଳ ପ୍ରଦର୍ଶନ କରିଥିଲେ l ଜଳ୍ପନାଙ୍କ ଏହି ସଫଳତା ପାଇଁ ଭିଏସ ବିଦ୍ୟାଳୟ ସମ୍ପାଦକ ତନବିର ଆଲମ, ଅଧ୍ୟକ୍ଷ ହେମନ୍ତ କୁମାର ସେଠ୍‌, କ୍ରୀଡା ଶିକ୍ଷକ ସନ୍ଦୀପ ପଟ୍ଟନାୟକ, ରତ୍ନାକର ବାରିକ ଏବଂ ସାରାଣୀ ମହାପାତ୍ରଙ୍କ ସମେତ ବିଦ୍ୟାଳୟର ସମସ୍ତ ଉପାଧ୍ୟକ୍ଷ, ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଛାତ୍ରୀଛାତ୍ର ଶୁଭେଚ୍ଛା ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri