ଜାତୀୟ ପତାକାକୁ ଅସମ୍ମାନ କରି ଶିକ୍ଷକ ନିଲମ୍ବିତ

ବାଲିଆପାଳ, ୧୯ା୮(ଡି.ଏନ.ଏ.)-ଜାତୀୟ ପତାକାକୁ ଅସମ୍ମାନ କରି ବାଲିଆପାଳ ବ୍ଲକ ସରାଡିହା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅନନ୍ତ କୁମାର ଦଲାଇ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ା ବ୍ଲକ ଶିକ୍ଷାଧିକାରୀ ନାରାୟଣ ଦାସ ୧୬ତାରିଖରେ ଚିଠି ନଂ. ୧୮୦୩ରେ ଶିକ୍ଷକ ଦଳାଇଙ୍କୁ ନିଲମ୍ବନ କରାଯାଇଛି। ଅଗଷ୍ଟ ୧୫ତାରିଖରେ ସ୍କୁଲରେ ପତାକା ଉତ୍ତୋଳନ ହୋଇଥିଲା ା ସୂର୍ଯ୍ୟାସ୍ତ ପୂର୍ବରୁ ଜାତୀୟ ପତାକାକୁ ଖୋଲାଯିବାର ନିୟମ ରହିଛି। ମାତ୍ର ପ୍ରଧାନ ଶିକ୍ଷକ ଦଳାଇ ତାହା ନ କରି ତହିଁ ପରଦିନ ଜାତୀୟ ପତାକାକୁ ଖୋଲିଥିଲେ। ଏହା ଜାତୀୟ ପତାକା ପ୍ରତି ଅବମାନନା ଓ ସରକାରୀ କାର୍ଯ୍ୟର ଘୋର ଅବହେଳା ଦର୍ଶାଇ ବ୍ଲକ ଶିକ୍ଷାଧିକାରୀ ଏପରି ପଦକ୍ଷେପ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri