ଜାତୀୟ ରାଜପଥ ସମ୍ପ୍ରସାରଣ କର୍ମଚାରୀଙ୍କ ବିକ୍ଷୋଭ

ସୋର, ୨୯।୩(ଡି.ଏନ୍‌.ଏ)-୧୬ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ କର୍ମଚାରୀ ଓ ଶ୍ରମିକମାନେ ଶନିବାର ସୋର ଜାତୀୟ ରାଜପଥ ବିଦୁଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକ ଓ କର୍ମଚାରୀମାନେ ବାହାର ରାଜ୍ୟର ହୋଇଥିବାରୁ ସେମାନେ ଘରକୁ ଯାଇପାରୁ ନାହାନ୍ତି। ତିନିମାସର ଦରମା ନ ଦେବା, ମାକ୍ସ ଓ ସାନିଟାଇଜର ବ୍ୟବସ୍ଥା କରାଯାଉ ନ ଥିବା ପ୍ରତିବାଦରେ କର୍ମଚାରୀ ଓ ଶ୍ରମିକମାନେ ବିକ୍ଷୋଭ କରିଥିଲେ।
ଲକଡାଉନ୍‌ ଯୋଗୁ ଏଠାରେ ପାଖାପାଖି ୨ହଜାର କର୍ମଚାରୀ ନାହଁି ନ ଥିବା ହଇରାଣ ହେଉଛନ୍ତି। ଅନ୍ୟପକ୍ଷରେ ଗୋଟିଏ ସ୍ଥାନରେ ଏକାଠି ହୋଇ ରହୁଥିବାରୁ ନିଜ ରାଜ୍ୟ ଚାଲିଯିବା ପାଇଁ କମ୍ପାନୀ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ଏଥିପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ସୋର ତହସିଲଦାର ଅଶୋକ କୁମାର ଦାସ ଓ ସୋର ପୋଲିସ ପହଞ୍ଚତ୍ କମ୍ପାନୀର ମୁଖ୍ୟଙ୍କ ସହିତ ଆଲୋଚନା କରିଛନ୍ତି। ସେମାନଙ୍କୁ ଯଥାଶୀଘ୍ର ଦରମା ଦେବା ସହିତ ନିଜ ରାଜ୍ୟକୁ ଯିବା ପାଇଁ ସମସ୍ତ ବ୍ୟବସ୍ଥା କରିବେ ବୋଲି କମ୍ପାନୀ ସହିତ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

ସ୍ୱାଭିମାନ ଅଞ୍ଚଳ ଜଙ୍ଗଲରୁ ମାଓବାଦୀ ଡମ୍ପ ଜବତ

ମାଲକାନଗିରି,୨୫।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଘନବେଡାରେ ବିଏସ୍‌ଏଫ୍‌ ବାହିନୀ ଏକ ମାଓବାଦୀ ଡମ୍ପ ଜବତ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ବିଶେଷ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri