ଜାତୀୟ ରାଜପଥରୁ ଜବରଦଖଲ ଉଚ୍ଛେଦ ବେଳେ ଭୁଶୁଡ଼ିଲା ଛାତ, ୪ ଗୁରୁତର

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପ୍ରଶାସନ ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପ୍ରଶସ୍ତିକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଥିବା ବେଳେ ଏକ ଘରର ଛାତ ଭୁଶୁଡ଼ି ପଡ଼ିବାରୁ ୪ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଅନୁଗୋଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ପ୍ରଶାସନ ପକ୍ଷରୁ ଜାତୀୟ ରାଜପଥ ଉପରୁ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଥିବା ସମୟରେ ଉକ୍ତ ସ୍ଥାନରେ ଥିବା ଏକ ଘରକୁ ଜେସିବି ସାହାଯ୍ୟରେ ଭଙ୍ଗା ଯାଉଥିଲା। ଏହି ସମୟରେ ଘରମାଲିକ ଧନେଶ୍ୱର ମୁଦୁଲି ଓ ୩ଜଣ ଶ୍ରମିକ ସେଠାରେ ଉଚ୍ଛେଦ ପାଇଁ କାର୍ଯ୍ୟ କରୁଥିଲେ। ହଠାତ ଏକ ଛାତ ଭୁଶୁଡ଼ି ପଡ଼ିବାରୁ ଧନେଶ୍ୱରଙ୍କ ସମେତ ଉକ୍ତ ୩ଜଣ ଗୁରୁତର ହୋଇଥିଲେ। ଖରପାଇ ବଅଁରପାଳ ପୋଲିସ, ସ୍ଥାନୀୟ ଲୋକେ ଓ ଅଗ୍ନିଶମ କର୍ମଚାରୀ କାନ୍ଥ ତଳୁ ଗୁରୁତରମାନଙ୍କୁ ଉଦ୍ଧାର କରିଥିଲେ। ଏବେ ସେମାନଙ୍କ ଚିକିତ୍ସା ଜାରି ରହିଛି। ଅପରପକ୍ଷେ ଦୁର୍ଘଟଣା କିଭଳି ଘଟିଲା ସେନେଇ ବଅଁରପାଳ ପୋଲିସ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri