ଜାତୀୟ ରାଜପଥରେ ଗୋରୁକୁ ଧକ୍କାଦେଲା ଟ୍ରକ: ୧ ମୃତ, ୨ ଗୁରୁତର

ଆନନ୍ଦପୁର,୩୦।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥର ବିରଗୋବିନ୍ଦପୁର ପୋଲ ନିକଟରେ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ଧକ୍କାରେ ଗୋଟିଏ ଗୋରୁର ମୃ୍ୟୁ ଘଟିଥିବା ବେଳେ ଦୁଇ ଆହତ ହୋଇଛନ୍ତି। ତେବେ ୩୦ରୁ ଊର୍ଦ୍ଧ୍ୱ ଗୋରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଦୁର୍ଘଟଣା ଘଟାଇବା ପରେ ଟ୍ରକ୍‌ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏହାର ପ୍ରତିବାଦରେ ସ୍ଥାନୀୟଲୋକେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ରାସ୍ତା ଅବରୋଧ ହଟିଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri