Posted inଖେଳ

ଜାତୀୟ ଶିବିରରେ ଜବାମଣୀ, ଆରତୀ, ସୋନୀ

କଟକ ଅଫିସ,୪ା୧୦- ଚଳିତମାସ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀଠାରେ ଜାତୀୟ ମହିଳା ଫୁଟବଲ ଦଳର ଶିବିର ଅନୁଷ୍ଠିତ ହେବ। ଏଏଫସି ମହିଳା ଏସିଆନ-୨୦୨୨ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡ ନିମନ୍ତେ ଏହି ଶିବିରରୁ ବଛାଯିବ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ। ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫ୍‌ଏଫ) ପକ୍ଷରୁ ୩ ଜଣ ଓଡ଼ିଆ ଖେଳାଳିଙ୍କୁ ଏହି ଶିବିର ନିମନ୍ତେ ଚୟନ କରାଯାଇଛି। ଏମାନେ ହେଲେ ମୟୂରଭଞ୍ଜର ଜବାମଣୀ ଟୁଡ଼ୁ, ଓଡ଼ିଶା ପୋଲିସର ଆରତୀ ଅନିମା ଖାଡ଼ିଆ, କଟକ ସାଇ କେନ୍ଦ୍ରର ସୋନୀ ବେହେରା। ଶିବିରରୁ ବଛାଯିବା ଦଳ ଭିଏତନାମ ସହ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ମଧ୍ୟ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri