Posted inଫୁରସତ

ଜାତୀୟ ଶିଶୁକନ୍ୟା ଦିବସ: ସୁନିଶ୍ଚିତ କରାଯାଉ ବାଳିକାଙ୍କ ଅଧିକାର

ଭାରତରେ ମହିଳା ଓ ଝିଅମାନଙ୍କୁ ଦେବୀ ଓ ଲକ୍ଷ୍ମୀ ଭାବେ ବିବେଚନା କରାଯାଉଥିବା ବେଳେ ସେମାନେ ସମାଜରେ ଅସମାନତାର ଶିକାର ହେଉଛନ୍ତି। ଏହାକୁ ଦୂର କରି ଶିଶୁକନ୍ୟାମାନେ କିଭଳି ଏକ ସଶକ୍ତ,ସୁରକ୍ଷିତ ପରିବେଶ ପାଇପାରିବେ ସେଥିଲାଗି ପ୍ରତିବର୍ଷ ୨୪ ଜାନୁୟାରୀରେ ଜାତୀୟ ଶିଶୁକନ୍ୟା ଦିବସ ପାଳନ କରାଯାଏ। ମହିଳା ଏବଂ ଶିଶୁବିକାଶ ମନ୍ତ୍ରଣାଳୟ ଦ୍ୱାରା ୨୦୦୮ରେ ପ୍ରଥମେ ଏହି ଦିବସ ପାଳନ କରାଯାଇଥିଲା। ସମାଜରେ ବାଳିକାମାନେ ସାମ୍‌ନା କରୁଥିବା ଅସମାନତା ବିରୋଧରେ ସଚେତନତା ସୃଷ୍ଟି କରିବା ଏହି ଦିବସର ଉଦ୍ଦେଶ୍ୟ। ବାଳିକାମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ, ପୋଷଣ ସମେତ ସମ୍ମାନ ଓ ଅଧିକାର ଉପରେ ଉକ୍ତ ଦିବସ ଗୁରୁତ୍ୱ ପ୍ରଦାନ କରେ। ଜାତୀୟ ଶିଶୁକନ୍ୟା ଦିବସରେ ବାଳିକାମାନଙ୍କ ଅଧିକାର ଓ ସମସ୍ତ ସାମାଜିକ ସମସ୍ୟାକୁ ସାମ୍‌ନା କରିବା ଲାଗି ରହିଥିବା ବିଭିନ୍ନ ଆଇନ ଓ ଘରୋଇ ହିଂସା ଅଧିନିୟମ ୨୦୦୯, ଶିଶୁବିବାହ ନିରୋଧୀ ଆଇନ ୨୦୦୯, ଯୌତୁକ ନିରୋଧୀ ଆଇନ ୨୦୦୬ ସମ୍ପର୍କରେ ଅବଗତ କରାଯାଏ। ଭାରତରେ ମହିଳା ସାକ୍ଷରତା ହାର ଏବେ ୫୩.୮୭ ପ୍ରତିଶତ ଓ ମୋଟ ବାଳିକାଙ୍କ ମଧ୍ୟରୁ ଏକ ତୃତୀୟାଂଶ ପୁଷ୍ଟିହୀନତାର ଶିକାର ହେଉଛନ୍ତି। ଏହି କାରଣରୁ ସେମାନେ ପ୍ରାପ୍ତ ବୟସ୍କ ବେଳକୁ ବିଭିନ୍ନ ରୋଗରେ ପଡୁଛନ୍ତି। ବିଭିନ୍ନ ଯୋଜନା ଦ୍ୱାରା ବାଳିକାମାନଙ୍କ ସ୍ଥିତି ସୁଧାରିବା ଲାଗି ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଦ୍ୱାରା ଜାତୀୟ ଏବଂ ରାଜ୍ୟ ସ୍ତରରେ ପଦକ୍ଷେପ ନିଆଯାଉଛି। ଶିକ୍ଷା ଅଧିତ୍କାର ଆଇନରେ ବାଳିକାମାନଙ୍କୁ ମାଗଣା ଓ ଜରୁରୀ ଶିକ୍ଷା ଉପଲବ୍ଧ କରାଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri