Posted inଖେଳ

ଜାତୀୟ ସିନିୟର ଭଲିବଲ: ଓଡ଼ିଶା ପୁରୁଷ ଦଳର ଚତୁର୍ଥ ବିଜୟ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଭଲିବଲ ଆସୋସିଏଶନ ଆନୁକୂଲ୍ୟରେ କିଟ୍‌ ଇନ୍‌ଡୋର ହଲ୍‌ରେ ଚାଲିଥିବା ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ର ପୁରୁଷ ବିଭାଗରେ ଓଡ଼ିଶା ଚତୁର୍ଥ ବିଜୟ ହାସଲ କରିଛି। ପୂର୍ବ ମ୍ୟାଚରେ ଛତିଶଗଡ଼ଠାରୁ ୦-୩ରେ ହାରିଥିବା ହାରିଥିବା ଓଡ଼ିଶା ରବିବାର ଜମ୍ମୁ କଶ୍ମୀର ଦଳକୁ ସମାନ ବ୍ୟବଧାନରେ ହରାଇ ସଫଳ ପ୍ରତ୍ୟାବର୍ତ୍ତନ କରିଛି। ଅନ୍ୟ ମ୍ୟାଚ ଗୁଡ଼ିକ ମଧ୍ୟରେ ପଣ୍ଡିଚେରୀ ୩-୦ରେ ତ୍ରିପୁରା, ଆସାମ ୩-୦ରେ ପଶ୍ଚିମବଙ୍ଗ, ମଧ୍ୟ ପ୍ରଦେଶ ୩-୨ରେ ବିହାର, ହିମାଚଳ ପ୍ରଦେଶ ୩-୦ରେ ମଣିପୁର, ଛତିଶଗଡ଼ ୩-୦ରେ ଚଣ୍ଡିଗଡ଼, ଗୁଜରାଟ ୩-୧ରେ ମହାରାଷ୍ଟ୍ର ଓ ଉତ୍ତରାଞ୍ଚଳ ୩-୦ ସେଟ୍‌ରେ ଝାଡ଼ଖଣ୍ଡକୁ ହରାଇ ଦେଇଛି। ମହିଳା ବିଭାଗରେ ଉତ୍ତର ପ୍ରଦେଶ ୩-୦ରେ ପଣ୍ଡିଚେରୀ, ହିମାଚଳ ପ୍ରଦେଶ ୩-୦ରେ ଚଣ୍ଡିଗଡ଼, ମଧ୍ୟ ପ୍ରଦେଶ ୩-୦ରେ ଆସାମ, ଉତ୍ତରାଞ୍ଚଳ ୩-୦ରେ ବିହାର, ଗୁଜରାଟ ୩-୧ରେ ଛତିଶଗଡ଼ ଓ ଆନ୍ଧ୍ର ପ୍ରଦେଶ ୩-୦ରେ ପଞ୍ଜାବକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri