ଚଣ୍ଡିଖୋଲ, ୧୪।୮(ଡି.ଏନ୍.ଏ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଓ ଜାତୀୟ ସେବା ଯୋଜନାର ସୁବର୍ଣ୍ଣ ଜୟନ୍ତୀ ବର୍ଷ ଉପଲକ୍ଷେ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ସ୍ବଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଅଗଷ୍ଟ ୧ତାରିଖରୁ ଆରମ୍ଭ କରି ୧୫ତାରିଖ ପର୍ଯ୍ୟନ୍ତ ଏହା ପାଳନ କରାଯିବ। ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର ଛାତ୍ରୀଛାତ୍ରମାନେ ଚାରାରୋପଣ, ବିଭିନ୍ନ ଗ୍ରାମାଞ୍ଚଳରେ ସଫେଇ, ସଚେତନତା ଶୋଭାଯାତ୍ରା ଓ ରକ୍ତଦାନ ଶିବିର ଆଦି ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ବୀରେନ୍ଦ୍ର କୁମାର ମିଶ୍ର ଓ ପୂର୍ବତନ ଅଧକ୍ଷ କେଦାର ନାଥ ଦାସ ଉଦ୍ଘାଟନ କରିଥିଲେ। କାର୍ଯ୍ୟକ୍ରମକୁ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ସଲିଳ ରାଜନନ୍ଦନ ମହାନ୍ତି, ଅଧ୍ୟାପିକା ସୁଜାତା ସେନାପତି, ନିରଞ୍ଜନ ବେହେରା ପ୍ରମୁଖ ପରିଚାଳନା କରିଥିଲେ।
Posted inଆମ ଜିଲା ଖବର, ଯାଜପୁର View All
ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…
ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା
ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…
ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ
ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…
‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ
ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…
ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ
ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…
ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…
ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…
ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ
ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…
ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ
ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ…

