ଭୁବନେଶ୍ୱର,୪।୨(ବ୍ୟୁରୋ): ଦେଶର ସ୍ବାଧୀନତା ସଂଗ୍ରାମ ପାଇଁ ଲଢ଼େଇ କରି ନିଜ ସାହସିକତାର ପରିଚୟ ଦେଇଥିବା ଓଡ଼ିଆ ଆଦିବାସୀଙ୍କ ବୀରତ୍ୱ ସମ୍ପର୍କରେ ଜାତୀୟସ୍ତରରେ ପ୍ରଦର୍ଶିତ କରାଯିବ। ଗୁଜରାଟର ନର୍ମଦା ଜିଲାସ୍ଥିତ ଗରୁଡ଼େଶ୍ୱର ଗାଁରେ ସ୍ଥାପନ ହେବାକୁ ଥିବା ଜାତୀୟ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ ମ୍ୟୁଜିୟମରେ ସ୍ବାଧୀନତା ସଂଗ୍ରାମ ସହ ଜଡିତ ଆଦିବାସୀଙ୍କ ୫ଟି ବୀରତ୍ୱର ଗାଥାକୁ ଥ୍ରୀ-ଡି ଓ ସେଭେନ-ଡି ଟେକ୍ନୋଲୋଜି ମାଧ୍ୟମରେ ପ୍ରଦର୍ଶିତ କରାଯିବ। ଲୋକ ସଭାରେ କୋରାପୁଟ ଏମ୍ପି ସପ୍ତଗିରି ଉଲ୍ଲାକାଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଆଦିବାସୀ ରାଷ୍ଟ୍ରମନ୍ତ୍ରୀ ରେଣୁକା ସିଂ ସରୁତା କହିଛନ୍ତି, ଦେଶର ପ୍ରମୁଖ ଆଦିବାସୀ ସ୍ବାଧୀନତା ସଂଗ୍ରାମୀଙ୍କ ଜୀବନ ଓ ସଂଘର୍ଷର କାହାଣୀକୁ ୧୬ଟି ପ୍ରମୁଖ ଗ୍ୟାଲେରିରେ ପ୍ରଦର୍ଶିତ କରାଯିବ। ସ୍ବାଧୀନତା ସଂଗ୍ରାମର ଅନ୍ୟାନ୍ୟ ବିଦ୍ରୋହର ଗାଥାକୁ ୯୩ଟି ଜୋନଓ୍ବାରି ପ୍ରଦର୍ଶିତ କରାଯିବ। ଓଡ଼ିଶାର ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ, କୋରାପୁଟ ବିଦ୍ରୋହରେ ଲକ୍ଷ୍ମଣ ନାଏକ, ଗଞ୍ଜାମ ବିଦ୍ରୋହ, ଘୁମୁସର ବିଦ୍ରୋହ, ଖୋଣ୍ଡ ବିଦ୍ରୋହର କାହାଣୀ ଜାତୀୟ ମ୍ୟୁଜିୟମରେ ପ୍ରଦର୍ଶିତ କରାଯିବ।
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…
Archives

