ଜାପାନରେ ୭୧ ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖି ସାରିଲେଣି ଶହେ ବସନ୍ତ

ଟୋକିଓ,୧୪।୯: ଜପାନରେ ଜନ୍ମହାର କମ୍‌ ହେବା ଓ ବୟସ୍କଙ୍କ ସଂଖ୍ୟା ବୃଦ୍ଧି ପାଇବା ଏବେ ଚିନ୍ତାର କାରଣ ପାଲଟିଛି। ଏଠାରେ ପ୍ରଥମ ଥର ଶହେ ବର୍ଷ ଅତିକ୍ରମ କରିଥିବା ବ୍ୟକ୍ତିଙ୍କ ସଂଖ୍ୟା ୭୧ ହଜାର ଟପି ଯାଇଛି। ଦେଶରେ ଲାଗାତାର ୪୯ ଥର ବୟସ୍କଙ୍କ ସଂଖ୍ୟାରେ ବୃଦ୍ଧି ଆସିଥିବା କହିଛି, ଜାପାନ ସରକାରଙ୍କର ସ୍ବାସ୍ଥ୍ୟ, ଶ୍ରମ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ତେବେ ଏହି ବୟସ୍କ ବ୍ୟକ୍ତିଙ୍କ ମଧ୍ୟରେ ମହିଳାଙ୍କ ସଂଖ୍ୟା ଅଧିକ ବୋଲି କୁହାଯାଇଛି। ଶହେ ବର୍ଷରୁ ଊର୍ଦ୍ଧ୍ୱ ୭ହଜାର ୨୨୮ ବ୍ୟକ୍ତିଙ୍କ ମଧ୍ୟରୁ ମହିଳାଙ୍କ ସଂଖ୍ୟା ୮୮ ପ୍ରତିଶତ ବୋଲି ଜଣାପଡିଛି। ତେବେ ଶହେ ବର୍ଷୀୟ ମହିଳା ଓ ପୁରୁଷଙ୍କ ମଧ୍ୟରେ ଏତେ ବଡ ଅନ୍ତର କ’ଣ ପାଇଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଗତ ୩୦ ବର୍ଷ ମଧ୍ୟରେ ଜାପାନରେ ଶତାୟୁଙ୍କ ସଂଖ୍ୟାରେ ୨୩ ଗୁଣା ବୃଦ୍ଧି ଘଟିଛି ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri