Posted inଖେଳ

ଜାଫରଙ୍କ ସର୍ବକାଳୀନ ଦିନିକିଆ ଏକାଦଶ ରେ ଧୋନୀ ଅଧିନାୟକ

ନୂଆଦିଲ୍ଲୀ,୫/୪: ଭାରତୀୟ ପୂର୍ବତନ ବ୍ୟାଟସମ୍ୟାନ ୱସିମ ଜାଫର ତାଙ୍କର ସର୍ବକାଳୀନ ଦିନିକିଆ ବିଶ୍ଵ ଏକାଦାଶ ଘୋଷଣା କରିଛନ୍ତି। ଏଥିରେ ସେ ମହେନ୍ଦ୍ର ସିଂ ଧୋନୀଙ୍କୁ ନେତୃତ୍ୱ ପ୍ରଦାନ କରିଛନ୍ତି। ସେହିପରି ସେ କ୍ରିକେଟ୍ ଆଇକନ୍ ସଚିନ ତେନ୍ଦୁଲକର ଓ ରୋହିତ ଶର୍ମା ଙ୍କୁ ଓପନ ର ହିସାବରେ ଦଳରେ ସାମିଲ କରିଛନ୍ତି। ୩ ନମ୍ବେରରେ ସେ ଭିଭିଆନ ରିଚାର୍ଡସ ଓ ୪ ନମ୍ବରରେ ବିରାଟ କୋହଲି ଙ୍କୁ ସାମିଲ କରିଛନ୍ତି। ମିଡଲ ଅର୍ଡର ରେ ସେ ଦକ୍ଷିଣ ଆଫ୍ରିକାର ଏବି ଡି’ ଭିଲର୍ସ ଓ ଇଂଲନ୍ଡ଼ ର ବେନ୍ ଷ୍ଟୋକସଙ୍କୁ ଦଳ ରେ ନେଇ ଛନ୍ତି। ଧୋନୀ ୱିକେଟ୍ କିପର ରହିଥିବା ବେଳେ ଦ୍ରୁତ ବୋଲୀଂ ରେ ପାକିସ୍ତାନର ୱ।ସିମ ଆକ୍ରମ୍, ୱେଷ୍ଟ ଇଣ୍ଡିଜ ର ଜୁଏଲ ଗାର୍ଡ ନ ର ଙ୍କୁ ସାମିଲ୍ କରିଛନ୍ତି। ସ୍ପିନର ସ୍ଥାନ ଲାଗି ସେ ଅଷ୍ଟ୍ରେଲଆର ଶେ ନ ୱର୍ଣ ଓ ପାକିସ୍ଥାନ ର ସାକ୍ ଲିନ୍ ମୁସ୍ତାକ ଙ୍କୁ ସାମିଲ୍ କରିଛନ୍ତି। ଅଷ୍ଟ୍ରେଲିଆର ସଫଳତମ ଅଧିନାୟକ ରିକି ପଣ୍ଟିଙ୍ଗ ଙ୍କୁ ଦ୍ଵାଦଶ ଖେଳାଳି ଭାବେ ଦଳ ରେ ନେଇଛନ୍ତି। ରିକି ୨୦୦୩ ଓ ୨୦୦୭ ରେ ଅଷ୍ଟେଲିଆ କୁ ବିଶ୍ଵକପ ଚାମ୍ପିୟନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?