Posted inଖେଳ

ଜାମସେଦପୁରର ପ୍ରଥମ ବିଜୟ

ଭାସ୍କୋ, ୭।୧୨-
ନେରିଜୁସ୍‌ ଭାଲ୍ସକିସଙ୍କ ଡବଲ ଗୋଲ ବଳରେ ଜାମସେଦପୁର ଏଫସି ଚଳିତ ଆଇଏସ୍‌ଏଲ (ଇଣ୍ଡିଆନ ସୁପର ଲିଗ୍‌)ରେ ସୋମବାର ପ୍ରଥମ ବିଜୟ ହାସଲ କରିଛି। ଜାମସେଦପୁର ଏଫସି ୨-୧ ଗୋଲରେ ଏଟିକେ ମୋହନବାଗାନକୁ ହରାଇ ଦେଇଛି। ଏହା ଚଳିତ ଆଇଏସ୍‌ଏଲରେ ମୋହନବାଗାନର ପ୍ରଥମ ପରାଜୟ। ବିଜୟୀ ଦଳ ପକ୍ଷରୁ ଭାଲ୍ସକିସ୍‌ ୩୦ ଓ ୬୬ତମ ମିନିଟରେ ଗୋଲ ସ୍କୋର କରିଥିଲେ। ଜବାବରେ ମୋହନ ବାଗାନର ରୟ କ୍ରିଷ୍ଣା (୮୦ ତମ) ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ଏହାପରେ ଦଳ ବହୁବାର ଆକ୍ରମଣ କରି କିଛି ସୁଯୋଗ ସୃଷ୍ଟି କରିଥିଲା। ହେଲେ ମୋହନବାଗାନ ଦଳର କୌଣସି ଖେଳାଳି ଫିନିଶିଂ ଟଚ୍‌ ଦେବାରେ ସଫଳ ହୋଇ ନ ଥିଲେ। ପୂର୍ବରୁ ୩ ମ୍ୟାଚ ଖେଳିଥିବା ଜାମସେଦପୁର ୨ ଡ୍ର’ ରଖିଥିବାବେଳେ ୧ ପରାଜୟ ବରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨:  ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri