Posted inଖେଳ

ଜାମାଇକା ହାଇ କମିଶନରଙ୍କ ସହ ଭାରତୀୟ ଦଳର ରାତ୍ରଭୋଜନ

କିଙ୍ଗ୍‌ଷ୍ଟନ(ଜାମାଇକା),୨୯।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତୀୟ ଦଳ ଏବେ ଜାମାଇକାରେ ଅଛି। ସେଠାକାର ଭାରତୀୟ ହାଇ କମିଶନର ଏମ୍‌. ସେଭାଲା ନାଏକଙ୍କ ବାସଭବନରେ ବୁଧବାର ଭାରତୀୟ ଦଳର ସଦସ୍ୟମାନେ ରାତ୍ରଭୋଜନ କରିଛନ୍ତି। ଏ ନେଇ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି। ଟି୨୦ ଓ ଦିନିକିଆ ସିରିଜ୍‌ରେ କ୍ଲିନ ସୁଇପ ପରେ ଭାରତୀୟ ଦଳ ଟେଷ୍ଟ ସିରିଜ୍‌କୁ ମଧ୍ୟ ମୂଳପୋଛ କରିବା ଲକ୍ଷ୍ୟରେ ରହିଛି। ସ୍ଥାନୀୟ ସାବିନା ପାର୍କଠାରେ ଶୁକ୍ରବାରଠାରୁ ଦ୍ୱିତୀୟ ଟେଷ୍ଟ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

ବୈଠକ ପୂର୍ବରୁ ସରକାରଙ୍କୁ ଅଲ୍ଟିମେଟମ ଦେଲା CJP, ରଖିଲା ଏହି ବଡ଼ ସର୍ତ୍ତ

ନୂଆଦିଲ୍ଲୀ,୨୫।୭: CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ କ୍ଷତିପୂରଣ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ପ୍ରସଙ୍ଗ ସମ୍ପର୍କରେ ସଂଗଠନ ଆଜି (ଶନିବାର) ଏକ ଲିଖିତ ଚୁକ୍ତି…

ଚତୁର୍ଥୀ ରାତିରେ ଚାଲିଗଲା ବବଲୁଙ୍କ ଜୀବନ: ସକାଳୁ ସକାଳୁ ଜଣାପଡ଼ିଲା କାରଣ

ଲକ୍ଷ୍ନୌ,୨୫।୭: ଉତ୍ତର ପ୍ରଦେଶର ବଦାଉଁ ଜିଲାର ଉଘାଇତି ଥାନା ଅଞ୍ଚଳରେ ଅବସ୍ଥିତ ରିଓନାଇ ଗାଁରେ ବିବାହ ଉତ୍ସବର କିଛି ଘଣ୍ଟା ମଧ୍ୟରେ ଶୋକର ଛାୟା ଖେଲିଯାଇଛି। କନ୍ୟାକୁ…

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri