Posted inଜାତୀୟ

ଜାମିଆ ପରେ ସିଲମପୁରକୁ ବ୍ୟାପିଲା ସିଏଏ ହିଂସା: ୩ ମେଟ୍ରୋ ଷ୍ଟେଶନ ବନ୍ଦ

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀର ଜାମିଆ ପରେ ଏବେ ସିଲମପୁରକୁ ବ୍ୟାପିଛି ନାଗରିକତା ସଂଶୋଧନ ଆଇନ (ସିଏଏ) ହିଂସା। ମଙ୍ଗଳବାର ଜଫରାବାଦରେ ସିଏଏ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାରି ଭିତରେ ପୋଲିସ ଓ ପ୍ରଦର୍ଶନକାରୀ ମୁହାଁମୁହିଁ ହୋଇଛନ୍ତି। ବିକ୍ଷୋଭ ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀମାନେ ପୋଲିସଙ୍କ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ କିଛି ଗାଡିର କାଚ ଭାଙ୍ଗିଯାଇଥିବା ବେଳେ କେତେକ ପୋଲିସକର୍ମୀ ଓ ପ୍ରଦର୍ଶନକାରୀ ଆହତ ହୋଇଛନ୍ତି। ଭିଡ଼କୁ ନିୟନ୍ତ୍ରଣ କରିବାକୁ ଯାଇ ପୋଲିସ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଛି। ପ୍ରଦର୍ଶନ ପରେ ପୋଲିସ ସିଲମପୁରରୁ ଜଫରାବାଦକୁ ଯାଉଥିବା ୬୬ଫୁଟ ରାସ୍ତାକୁ ୨ପକ୍ଷରୁ ବନ୍ଦ କରିଦେଇଛି। ଏଥିସହ ସିଲମପୁର, ଜଫରାବାଦ ଓ ଓ୍ବେଲକମ୍‌ ସମେତ ୩ଟି ମେଟ୍ରୋ ଷ୍ଟେଶନକୁ ମଧ୍ୟ ବନ୍ଦ କରିଦିଆଯାଇଛି। ଏହି ମେଟ୍ରୋ ଷ୍ଟେଶନରେ ମେଟ୍ରୋ ଟ୍ରେନ ରହିପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri