Posted inଜାତୀୟ

ଜାମିଆ ବିଶ୍ୱବିଦ୍ୟାଳୟ ପରିସରରେ ଫୁଟିଲା ଗୁଳି

ନୂଆଦିଲ୍ଲୀ,୩୦।୧: କିଛିଦିନ ହେବ ଆଶନ୍ତ ଥିବା ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ପରିସର ପୁଣିଥରେ ଅଶାନ୍ତ ହୋଇ ପଡିଛି। ଗୁରୁବାର ଏଠାରେ ଜଣେ ଯୁବକ ଗୁଳି କରୁଥିବା ଦେଖିବାକୁ ମିଳିଛି। ଜାମିଆ ବିଶ୍ୱବିଦ୍ୟାଳୟ ପରିସରରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଜଣେ ଯୁବକ ଗୁଳି ଚଳାଇବା ସହ ଧମକ ଦେଉଥିବା ଦେଖାଯାଇଥିଲା। ଯୁବକ ଜଣକ ଗୁଳି ଚାଳନା ସମୟରେ କହୁଥିଲେ, ଏହି ନିଅ ସ୍ବାଧିନତା। ଏଥିରେ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି। ଏହାର ଏକ ଭିଡିଓ ସାମ୍ନାକୁ ଆସିଥିବା ବେଳେ ଉକ୍ତ ଭିଡିଓରେ ଜଣେ ଯୁବକ ବ୍ଲାକ କଲର ଜ୍ୟାକେଟ ପିନ୍ଧିଥିବା ବେଳେ ପୋଲିସମାନଙ୍କଠାରୁ ମାତ୍ର ଅଳ୍ପ କିଛି ମିଟର ଦୂରରେ ରହି ଗୁଳି ଚଳାଉଥିବା ଦେଖାଯାଇଛି। ଉକ୍ତ ଯୁବକଙ୍କୁ ଗରିଫ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣାରେ ଆହତ ଛାତ୍ରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁଳି ଚାଳନା କରିଥିବା ଯୁବକ ଜଣଙ୍କ ଉତ୍ତର ପ୍ରଦେଶ ଗୌତମ ବୁଦ୍ଧ ନଗର ଯଓ୍ବୋର ଅଞ୍ଚଳର ବାସିନ୍ଦା ବୋଲି ପୋଲିସ କହିଛି। ରାମ ଭଗତ ଗୋପାଳ ଶର୍ମା ନାମକ ଉକ୍ତ ଯୁବକଙ୍କ ବୟସ ୧୯ ବର୍ଷ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri