Posted inଜାତୀୟ

ଜାମିଆ ହିଂସା ମାମଲା: ୧୦ ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ହେଲେ ନାହାନ୍ତି ଛାତ୍ର

ନୂଆଦିଲ୍ଲୀ,୧୭।୧୨: ରାଜଧାନୀ ଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟରେ ଉପୁଜିଥିବା ହିଂସା ପରିସ୍ଥିତି ଏପର୍ଯ୍ୟନ୍ତ ଥମି ନାହିଁ। ଏହା ଦେଶର ଅନ୍ୟ ଭାଗକୁ ବ୍ୟାପିଥିବା ଲକ୍ଷ୍ୟ କରାଯାଇଛି। ମଙ୍ଗଳବାର ଦିଲ୍ଲୀ ପୋଲିସ ଏହି ମାମଲାରେ ୧୦ ଜଣଙ୍କୁ ଗିରଫ କରିଥିବା ବେଳେ ଏଥିରେ ଜଣେ ହେଲେ ଛାତ୍ର ନ ଥିବା ଜଣାପଡିଛି। ଏମାନେ ସମସ୍ତେ ଆପରାଧିକ ମାମଲାରେ ଜଡିତ ଥିବା ପୋଲିସ କହିଛି। ତେବେ ହିଂସା ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ ଦିଲ୍ଲୀର ବିଭିନ୍ନ ଭିଆଇପି ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି। ସୂଚନାଯୋଗ୍ୟ, କେନ୍ଦ୍ର ସରକାର ନାଗରିକତ୍ୱ ସଂଶୋଧନ ଆଇନ ଲାଗୁ କରିବା ପରେ ଏହାକୁ ବିରୋଧ କରି ଜାମିଆ ମିଲିଆ ଇସଲାମିଆ ବାହାରେ ବିରୋଧ ପ୍ରଦର୍ଶନ କରିଥିଲେ। ପରେ ଏହା ହିଂସାର ରୂପ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri