ଆସିକା,୫ା୧୧(ଡି.ଏନ୍.ଏ.)-ବସ୍ ମାଲିକ ପ୍ରତାପ ପୋଲାଇ ହତ୍ୟାକାଣ୍ଡର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସିଲୁ ପୋଲାଇ ସୋମବାର ଅପରାହ୍ନରେ ଜାମିନରେ ଆସିକା ସବଜେଲରୁ ମୁକୁଳିଥିଲେ ା ତେବେ ପୂର୍ବରୁ ଅପେକ୍ଷା କରିଥିବା ପୋଲିସ ଜେଲ ଫାଟକ ସମ୍ମୁଖରୁ ତାଙ୍କୁ ପୁଣି ଉଠାଇ ନେଇଛି ା କେଉଁ ମାମଲାରେ ସିଲୁଙ୍କୁ ପୋଲିସ ଉଠାଇଲା ତାହା ସ୍ପଷ୍ଟ ହୋଇନାହିଁ। ଏ ସମ୍ପର୍କରେ ପୋଲିସ ବି ମୁହଁ ଖୋଲୁନି। ସୂଚନାଯୋଗ୍ୟ, ଆସିକା ପାକଲାପଲ୍ଲୀର ପ୍ରତାପ ପୋଲାଇ ଏକ ବସରେ ଆସିକାରୁ ବ୍ରହ୍ମପୁର ଯାଉଥିବା ବେଳେ ଅଭିଯୁକ୍ତମାନେ ତାଙ୍କୁ ସେହି ବସରେ ଗୁଳିକରି ହତ୍ୟା କରିଥିଲେ ା
ଏହି ମାମଲାରେ ସିଲୁଙ୍କୁ ପୋଲିସ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଭାବେ ଗିରଫ କରି କୋର୍ଟ ଚାଲାଣ କରିଥିଲା ା
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...
ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…
ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...
ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ
ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...
୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...
ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି
ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...
ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ ଘଟିଗଲା…
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
Archives


