ଆସିକା,୫ା୧୧(ଡି.ଏନ୍.ଏ.)-ବସ୍ ମାଲିକ ପ୍ରତାପ ପୋଲାଇ ହତ୍ୟାକାଣ୍ଡର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସିଲୁ ପୋଲାଇ ସୋମବାର ଅପରାହ୍ନରେ ଜାମିନରେ ଆସିକା ସବଜେଲରୁ ମୁକୁଳିଥିଲେ ା ତେବେ ପୂର୍ବରୁ ଅପେକ୍ଷା କରିଥିବା ପୋଲିସ ଜେଲ ଫାଟକ ସମ୍ମୁଖରୁ ତାଙ୍କୁ ପୁଣି ଉଠାଇ ନେଇଛି ା କେଉଁ ମାମଲାରେ ସିଲୁଙ୍କୁ ପୋଲିସ ଉଠାଇଲା ତାହା ସ୍ପଷ୍ଟ ହୋଇନାହିଁ। ଏ ସମ୍ପର୍କରେ ପୋଲିସ ବି ମୁହଁ ଖୋଲୁନି। ସୂଚନାଯୋଗ୍ୟ, ଆସିକା ପାକଲାପଲ୍ଲୀର ପ୍ରତାପ ପୋଲାଇ ଏକ ବସରେ ଆସିକାରୁ ବ୍ରହ୍ମପୁର ଯାଉଥିବା ବେଳେ ଅଭିଯୁକ୍ତମାନେ ତାଙ୍କୁ ସେହି ବସରେ ଗୁଳିକରି ହତ୍ୟା କରିଥିଲେ ା
ଏହି ମାମଲାରେ ସିଲୁଙ୍କୁ ପୋଲିସ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଭାବେ ଗିରଫ କରି କୋର୍ଟ ଚାଲାଣ କରିଥିଲା ା
ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍ ନେଇ ସଚେତନ
ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍ଡିପିଓ ସୁଜିତ…
କାର୍ ଶୋ’ ରୁମ୍ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି
ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍ ଟର୍ମିନାଲ୍ସ ନିକଟରେ ଥିବା ଏକ କାର୍ ଶୋ’ ରୁମ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍ ଭିତରେ…
ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା
ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…
ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…
ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…
ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…
ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…
ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି
ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…
ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା
ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…
କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…
ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…
Archives

