Posted inଖେଳ

ଜାସନ ରଏ ୨ ମ୍ୟାଚ୍‌ରୁ ବାଦ୍‌

ମାଞ୍ଚେଷ୍ଟର, ୧୭।୬(ଏଏଫ୍‌ପି)- ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ ପର୍ବରୁ ଘରୋଇ ଇଂଲଣ୍ଡ ଦଳକୁ ସୋମବାର ଶକ୍ତ ଧକ୍କା ଲାଗିଛି। ଇନ୍‌ଫର୍ମ ଓପନର୍‌ ଜାସନ ରଏ ଆଘାତଜନିତ ସମସ୍ୟା ଲାଗି ଇଂଲଣ୍ଡର ପରବର୍ତ୍ତୀ ୨ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି ବୋଲି ଇଂଲଣ୍ଡ ଆଣ୍ଡ୍‌ ଓ୍ବେଲ୍ସ କ୍ରିକେଟ୍‌ ବୋର୍ଡ (ଇସିବି) ପକ୍ଷରୁ କୁହାଯାଇଛି। ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଫିଲ୍ଡିଂ କରୁଥିବା ସମୟରେ ଜାସନଙ୍କ ମାଂସପେଶୀ ଟାଣି ହୋଇଯାଇଥିଲା। ଫଳରେ ସେ ପଡ଼ିଆ ଛାଡ଼ି ଚାଲିଯାଇଥିଲେ। ସେ ସମ୍ପୂର୍ଣ୍ଣ ଫିଟ୍‌ ହୋଇ ନ ଥିବାରୁ ଆଫଗାନିସ୍ତାନ (ଜୁନ୍‌ ୧୮) ଓ ଶ୍ରୀଲଙ୍କା (ଜୁନ୍‌ ୨୧) ବିପକ୍ଷରେ ଖେଳାଯିବାକୁ ଥିବା ୨ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ରଏ ଦକ୍ଷିଣ ଆଫ୍ରିକା ବିପକ୍ଷ ଉଦ୍‌ଘାଟନୀ ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଥିବାବେଳେ ବାଂଲାଦେଶ ବିପକ୍ଷରେ ୧୫୩ ରନର ମାରାଥନ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର...

ଶେଷ ୩ ଓଭରରେ ଥିଲା ମାତ୍ର ୨୭ ରନ୍‌: ବିଶ୍ୱକପ୍‌ ଦଳରେ ଚୟନ ହୋଇ ନ ଥିବା ବୋଲର୍‌ ପଲଟାଇଦେଲେ ବାଜି

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୧-୦ରେ ପରାସ୍ତ କରିଛି। ଜିତିବା ପାଇଁ ୨୦୨ ରନ୍‌ର ଟାର୍ଗେଟକୁ ପିଛା କରି...

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ...

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri