ପାଟଣା,୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ୧୩ଟି ବ୍ଲକ ମଧ୍ୟରୁ କେବଳ ତେଲକୋଈ ବ୍ଲକକୁ ଛାଡିଦେଲେ ବାକି ୧୨ଟି ବ୍ଲକରେ କାର୍ଯ୍ୟରତ ୨୦୦ରୁ ଉଦ୍ଧର୍ବ ଗ୍ରାମ ରୋଜଗାର ସେବକ(ଜି.ଆର.ଏସ)ଙ୍କୁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ବ୍ଲକ ମଧ୍ୟରେ ଅନ୍ୟ ପଞ୍ଚାୟତକୁ ବଦଳି ନିର୍ଦ୍ଦେଶ ଦିଆଯାଇଥିଲା। ମାସକୁ ଠିକା ଭିତ୍ତିରେ ମାତ୍ର ୭ହଜାର ଟଙ୍କା ବେତନ ପାଉଥିବା ଏହି କର୍ମଚାରୀମାନେ ବଦଳିରେ ଅସନ୍ତୋଷ ପ୍ରକାଶ କରି ଉଚ୍ଚ ଅଦାଲତର ଆଶ୍ରୟ ନେଇଥିଲେ। ଜି.ଆର.ଏସଙ୍କ ତରଫରୁ ଆଇନଜୀବୀ ପ୍ରଣବ କୁମାର ସାମନ୍ତରାୟ ଅଦାଲତରେ ମାମଲାଟି ଲଢୁଥିଲେ। ଅଦାଲତ ତାଙ୍କ ଅନ୍ତରୀଣ ଆଦେଶରେ ଜି.ଆର.ଏସଙ୍କ ବଦଳି ଉପରେ ରହିତାଦେଶ ଜାରି କରିଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ…
ପୁରୀ,୨୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…
କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ
ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…
ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ
ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…
ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ
ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…
ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା
ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…
ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…
ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ
ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…
ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର
ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…
Archives

