ଜି.ଉଦୟଗିର,୨୧।୧୧(ଡି.ଏନ୍.ଏ)- ଜି.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷା ଦୀପ୍ତିରେଖା ପ୍ରଧାନଙ୍କ ବିରୋଧରେ ୧୩ ଜଣ ସଦସ୍ୟ ଅନାସ୍ଥା ପ୍ରସ୍ତାବ ନିମନ୍ତେ ବାଲିଗୁଡ଼ା ଉପଜିଲାପାଳଙ୍କ ନିକଟରେ ଆବେଦନ କରିଛନ୍ତି। ବାଲିଗୁଡ଼ା ଉପଜିଲାପାଳ ଅନାସ୍ଥା ପ୍ରସ୍ତାବ ଗତ ୧୫ତାରିଖରେ ପାଇବା ପରେ ଜି.ଉଦୟଗିରି ବିଡିଓଙ୍କ ନିକଟକୁ ଏହାକୁ ଯାଞ୍ଚ ନିମନ୍ତେ ପଠାଇଛନ୍ତି। ସୂଚନା ପ୍ରକାରେ, ଜି.ଉଦୟଗିରି ପଞ୍ଚାୟତ ସମିତିରେ ୧୮ସଦସ୍ୟ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣ ଅନସ୍ଥା ପ୍ରସ୍ତାବ ନିମନ୍ତେ ପତ୍ର ଲେଖିଛନ୍ତି। ଏହି ଖବର ଜି.ଉଦୟଗିରି ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି।
ବନ ବିଭାଗ କଲୋନୀ ପରିସରରୁ ସାପ ଉଦ୍ଧାର
ବାଲିଗୁଡା, ତା, ୧୩।୧୨,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ବନ ବିଭାଗ କଲୋନୀ ପରିସରରୁ ଏକ ବନସୁନ୍ଦରୀ ବା ପାହାଡିଆ ଚିତି ସାପ...
ଯନ୍ତ୍ରଣା ଦେଉଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ : ଥମୁନି ତୁଷାରପାତ
ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଶନିବାର ତୃତୀୟ ଦିନରେ ମଧ୍ୟ ତୁଷାରପାତ ହୋଇଛି। ଶୀତର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବ୍ଲକ ଅଞ୍ଚଳର...
ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ
ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍ କୁମାର ବାରିକ୍): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ...
ତଳ ମୁହାଁ ପାରଦ: ଜି.ଉଦୟଗିରିରେ ୩.୧ ଡିଗ୍ରୀ
ଜି.ଉଦୟଗିରି, ୧୨ା୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ଅଞ୍ଚଳରେ ୨ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଲୋକମାନେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଜାଡ଼ ଥଣ୍ଡା ସହ...
ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…
ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼...
ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ
ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...
ଅସହ୍ୟ ଶୀତ: ପଡୁଛି ବରଫ..
ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...
ୟୁକାଲପଟାସ୍ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...
Archives


