ଜି.ଉଦୟଗିରି,୨୬ା୨(ଡି.ଏନ.ଏ.)-ଜି.ଉଦୟଗିରି ସହର ଆଖପାଖ ଅଞ୍ଚଳରେ ମଙ୍ଗଳବାର ସକାଳ ୯ଟାରେ ପ୍ରବଳ ବର୍ଷା ହୋଇଛି। ବର୍ଷା ହେବାର ଘଣ୍ଟାଏ ପୂର୍ବରୁ ସହରକୁ ପର୍ଯ୍ୟନ୍ତ ବିଦ୍ୟୁତ୍ ଯୋଗାାଣ ବନ୍ଦ ରହିଛି ା ଏ ସମ୍ପର୍କରେ ବିଦ୍ୟୁତ୍ ବିଭାଗ କନିଷ୍ଠଯନ୍ତ୍ରୀ ପବିତ୍ର କୁମାର ସାହୁଙ୍କୁ ପଚାରିବାରେ ଫୁଲବାଣୀଠାରେ ପ୍ରବଳ ଝଡ଼ବର୍ଷା ହେବାରୁ ଫୁଲବାଣୀ ଗ୍ରୀଡରୁ ଜି.ଉଦୟଗିରି ଆସୁଥିବା ୩୩ କେଭି ଲାଇନରେ ଗଛ ପଡ଼ି ଯାଇଛି। ଏଥିସହ ଫୁଲବାଣୀରୁ ବିଶିପଡ଼ା ମଧ୍ୟରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯିବା ସହିତ ଅନେକ ସ୍ଥାନରେ ତାର ଛିଡ଼ିଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାମ ଚାଲିଛି ା କାମ ଶେଷ ହେଲେ ସହରକୁ ବିଦ୍ୟୁତ୍ ଯୋଗଇ ଦିଆଯିବ ବୋଲି କହିଥିଲେ ା ବିଦ୍ୟୁତ୍ ନ ଥିବାରୁ ପାନୀୟ
ଜଳ ଯୋଗାଣ ମଧ୍ୟ ପ୍ରଭାବିତ ହୋଇଛି ା
Posted inଆମ ଜିଲା ଖବର, କନ୍ଧମାଳ View All
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...
ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...
ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...
ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ
ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...
ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...
ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...
Archives


