ଜି.ଉଦୟଗିରି,୩ା୧୨(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ପକ୍ଷରୁ ଆଇଆଇସି ଧୀରେନ ଲେଙ୍କାଙ୍କ ତତ୍ତ୍ବାବଧାନରେ ରବିବାରରୁ ମଟର ଯାନ ଯାଞ୍ଚ କଡ଼ାକଡ଼ି କରାଯାଉଛି। ସହରର ବନ୍ଧଛକ, ଶ୍ରୀରାମପଦା, ଗାନ୍ଧିଛକ, ବରାଳିନି ମାର୍କେଟ ଆଦି ସ୍ଥାନରେ ସମୂଦାୟ ୭୦ ଗାଡ଼ି ପୋଲିସ ଯାଞ୍ଚ କରିି ବିନା ହେଲମେଟ, ସିଟ୍ବେଲ୍ଟ ଓ ନିଶାସକ୍ତ ଚଳାକଙ୍କୁ ଧରାଯାଇଛି। ପ୍ରଥମ ଦିନରେ ବିନା ହେଲମେଟ ଚାଳକଙ୍କଠାରୁ ୨୨ ହଜାର ୫୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିଲା।
ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…
ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…
ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…
ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …
ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…
ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…
ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ
ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ
ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
Archives

