ଜି.ଉଦୟଗିରିରେ ଶ୍ୟାମାକାଳୀ ପୂଜା

ଜି.ଉଦୟଗିରି, ୨୭।୧୦(ଡି.ଏନ୍‌.ଏ.)- ଜି. ଉଦୟଗିରି ବନ୍ଧ ଛକ କାଳୀ ପୂଜା ମଣ୍ଡପରେ ରବିବାର ମା’ କାଳୀଙ୍କ ପୂଜା ଆରମ୍ଭ ହୋଇଛି। ପୂଜା କମିଟି ସଭାପତି ଅଜିତ କୁମାର ସାହୁ କର୍ତ୍ତା ଭାବେ ପୂଜାରେ ବସି ଥିଲେ। ପ୍ରଥମେ ମା’ଙ୍କ ଘଟକୁ ଆବାହନ କରି ଅଣାଯିବା ପରେ ପୂଜା ଆରମ୍ଭ ହୋଇଥିଲା। ସହରର ଏହି ଗୋଟିଏ ପୂଜା ମଣ୍ଡପରେ କାଳୀ ପୂଜା ହେଉଥିବାରୁ ବହୁ ଭକ୍ତଙ୍କ ଭିଡ଼ ଲାଗି ରହିଛି। ଆକର୍ଷଣୀୟ ତୋରଣ ଓ ଅଲୋକ ସଜା ଲୋକଙ୍କୁ ଆକୃଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

୩୪ ଆଦିବାସୀଙ୍କୁ ଖଲାସ ଦାବି: ୪୮ ଘଣ୍ଟିଆ ବନ୍ଦ ଡାକରା

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ତିରିଂ ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକା ଅସଦାଚରଣ ମାମଲାରେ ବହଳଦା ଠାରେ ଜାତୀୟ ରାଜପଥ ଅବରୋଧ ବେଳେ ପୋଲିସ…

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ଉଚ୍ଛେଦ ଆଗରୁ ଥଇଥାନ କର: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ରାସ୍ତା ପ୍ରଶସ୍ତୀକରଣ, ଡ୍ରେନ୍‌ ନିର୍ମାଣ ଏବଂ ଅନ୍ୟ ବିକାଶମୂଳକ ପ୍ରକଳ୍ପକୁ ଆଖି ଆଗରେ ରଖି ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri