ଜି-୨୦ ସମ୍ମିଳନୀ ପାଇଁ ବଜେଟରେ ଶହେ କୋଟିର ପ୍ରସ୍ତାବ

ନୂଆଦିଲ୍ଲୀ,୧।୨: କିଛିଦିନ ହେବ ଦେଶ ମହଙ୍ଗା ମାଡରେ ଭାଙ୍ଗି ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର ରହିଛି ଚଳିତ ବର୍ଷର ବଜେଟ ଉପରେ। କୃଷକ, ମଧ୍ୟବିତ୍ତ, ଟ୍ୟାକ୍ସ ପେୟର ସମସ୍ତଙ୍କ ନଜର ଶନିବାର ଉପସ୍ଥାପିତ ହେଉଥିବା ବଜେଟ ଉପରେ। ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲୋକସଭାରେ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହା ଉପରେ କେବଳ ଦେଶବାସୀ ନୁହେଁ ବରଂ ସାରା ବିଶ୍ୱର ନଜର ରହିଛି। ଏହି ବଜେଟରେ ଉତ୍ତର ପୂର୍ବ ଭାରତର ବିକାଶକୁ ବେଶି ଗୁରୁତ୍ୱ ଦିଆଯାଇଛି। ସେହିପରି ଭାରତ ୨୦୨୨ରେ ଜି-୨୦ ସମ୍ମିଳନୀର ଅଧ୍ୟକ୍ଷତା କରିବାକୁ ଯାଉଥିବା ବେଳେ ଏଥିପାଇଁ ଏଥର ବଜେଟରେ ଶହେ କୋଟିର ପ୍ରସ୍ତାବ ରଖାଯାଇଛି। ସେହିପରି ଏଥର ଯୁବବର୍ଗଙ୍କ ପାଇଁ ନ୍ୟାଶନାଲ ରିକ୍ର୍ୟୁଟମେଣ୍ଟ ଏଜେନ୍ସି ପ୍ରତିଷ୍ଠା କରାଯିବ। ଏହା କମ୍ପୁଟର ବେସଡ ହେବା ସହ ଅନ୍‌ ଲାଇନ ପରୀକ୍ଷା ମାଧ୍ୟମରେ ଚାକିରି ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?