ଜିଲା ପ୍ରଶାସନକୁ ପ୍ରଶଂସା କଲେ ନବୀନ

ଭଦ୍ରକ ଅଫିସ,୧୪।୪: କରୋନା ଭାଇରସ୍‌ ମୁକାବିଲା କ୍ଷେତ୍ରରେ ଭଦ୍ରକ ଜିଲାପ୍ରଶାସନର କାର୍ଯ୍ୟକୁ ଭୁୟସୀ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଜିଲାପ୍ରଶାସନକୁ ପ୍ରଶଂସା କରିଥିବା ଜଣାପଡ଼ିଛି। ସୂଚନା ମୁତାବକ ଅଳ୍ପ ସମୟ ମଧ୍ୟରେ ପ୍ରଶାସନିକ ଅଧିକାରୀମାନେ କୋଭିଡ-୧୯ର ମୁକାବିଲା ପାଇଁ ୧୨୦ଟି ଶଯ୍ୟା, ଭେଣ୍ଟିଲେଟର ଓ ଆଇସିୟୁ ବ୍ୟବସ୍ଥା ଥିବା ହସ୍ପିଟାଲ କାର୍ଯ୍ୟକ୍ଷମ କରାଇପାରିଥିବାରୁ ନବୀନ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri