ଜିଲା ବାହାର ଶ୍ରମିକଙ୍କୁ ନେଇ ଠିକାସଂସ୍ଥାରେ ଉତ୍ତେଜନା

ଦାରିଙ୍ଗବାଡ଼ି,୧୧।୫(ଡି.ଏନ.ଏ)- ସରକାର ଗ୍ରୀନ୍‌ଜୋନ୍‌ରେ ଚାଷକାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାମ ସାମାଜିକ ଦୂରତା ରଖି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକ ଠିକାସଂସ୍ଥାରେ ଜିଲା ବାହାର ଶ୍ରମିକ କାମ କରୁଥିବା ନେଇ ରବିବାର ଉତ୍ତେଜନା ପ୍ରକାଶ ପାଇଛି।
ପ୍ରକାଶ ଯେ, ଶ୍ରାନିକେତା ପଞ୍ଚାୟତ ଦଣ୍ଡିମାଠାରେ ଏକ ଠିକାସଂସ୍ଥାର କ୍ରସରକୁ ଲାଗିଥିବା କ୍ୟାମ୍ପରେ ବାହାରୁ ଶ୍ରମିକ ଆସି ରହି କାମ କରୁଥିବା ଅଞ୍ଚଳବାସୀ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ, ତହସିଲଦାର ନୀତିଶ କୁମାର ତ୍ରିପାଠୀ, ଆଇଆଇସି କୌଶିକ ମାଝୀ ଏବଂ ବିଡିଓ ଜଗଦୀଶ ଷଡ଼ଙ୍ଗୀଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଉକ୍ତ ସଂସ୍ଥାକୁ ଗତ କିଛିଦିନ ହେଲା ବାହାର ଅଞ୍ଚଳର ଶ୍ରମିକ ଲୁଚିକରି ଆସି କାମ କରୁଛନ୍ତି। ଜିଲା ବାହାରୁ ଶ୍ରମିକ ଆସି ଏଠାରେ କାମ କଲେ ଆମେ ଆଉ କରୋନା କବଳରୁ ସୁରକ୍ଷିତ ରହିପାରିବୁ ନାହିଁ। କାରଣ କମ୍ପାନୀ ଲୋକେ ସ୍ଥାନୀୟ ଅଞ୍ଚଳ ଦୋକାନବଜାରକୁ ଆସୁଛନ୍ତି। ତେଣୁ ବାହାରୁ ଆସିଥିବା ଶ୍ରମିକଙ୍କୁ ଚିହ୍ନଟ କରି ପ୍ରଥମେ କ୍ୱାରାଣ୍ଟାଇନ୍‌ରେ ରଖାଯାଇ ଟେଷ୍ଟ ପରେ କାମରେ ନିୟୋଜିକ କରାଯାଉ ବୋଲି ଉଲ୍ଲେଖ ରହିଛି। ରବିବାର ଅଞ୍ଚଳବାସୀ ଉକ୍ତ କ୍ରସରରେ ପହଞ୍ଚତ୍ ଠିକାସଂସ୍ଥା କର୍ତ୍ତୃପକ୍ଷଙ୍କୁ ଏନେଇ ପଚାରିବାରୁ ଚାପା ଉତ୍ତେଜନା ଦେଖାଦେଇଥିଲା।
ଏନେଇ ଠିକାସଂସ୍ଥାର ଆକାଉଣ୍ଟାଣ୍ଟ କମଳାକାନ୍ତ ମଲ୍ଲିକଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ସଂସ୍ଥାକୁ କୌଣସି ଲୋକଙ୍କୁ ଅଣାଯାଇନାହିଁ। ଲକ୍‌ଡାଉନ ପୂର୍ବରୁ ପ୍ରାୟ ୪୦ ଜଣ କର୍ମଚାରୀ ଫସି ରହିଥିବାବେଳେ ସବ୍‌କଣ୍ଟ୍ରାକ୍ଟ ଦିଆଯାଇଥିବା ସଂସ୍ଥାର ପ୍ରାୟ ୧୨ ଜଣ ରାଜ୍ୟ ବାହାର ଶ୍ରମିକ ରହିଛନ୍ତି। ଏନେଇ ତହସିଲଦାର ତ୍ରିପାଠୀ କହିଛନ୍ତି ସୀମା ସିଲ୍‌ ହୋଇଛି, କୌଣସି ବ୍ୟକ୍ତି ଜିଲା ବାହାରୁ ଆସିଲେ ଜଣାପଡ଼ିବ। ଆଜିପର୍ଯ୍ୟନ୍ତ ସେଭଳି କେହି ଲୁଚି ଆସିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri