ଜିଲା ବିଦ୍ୟାଳୟସ୍ତରୀୟ ଫୁଟ୍‌ବଲ୍‌: ମଣ୍ଟଫୋର୍ଟ ସ୍କୁଲ ଚାମ୍ପିୟନ

ଢେଙ୍କାନାଳ ଅଫିସ, ୧୫।୮-ଢେଙ୍କାନାଳ ଷ୍ଟାଡିୟମ୍‌ରେ ଚାଲିଥିବା ଜିଲା ବିଦ୍ୟାଳୟସ୍ତରୀୟ ଫୁଟ୍‌ବଲ୍‌ ପ୍ରତିଯୋଗିତା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ କେନ୍ଦ୍ରୀୟ ବିଦ୍ୟାଳୟକୁ ୪-୨ ଗୋଲ୍‌ରେ ପରାସ୍ତ କରି ମଣ୍ଟଫୋର୍ଟ ସ୍କୁଲ ଚାମ୍ପିୟନ ହୋଇଛି।
ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ ଗୋଲ ଶୂନ୍ୟ ରହିଥିଲେ। ଫଳରେ ଫଳାଫଳ ପାଇଁ ଟାଇବ୍ରେକରର ସହାୟତା ନିଆଯାଇଥିଲା। ଏଥିରେ ମଣ୍ଟଫୋର୍ଟ ସ୍କୁଲ ବାଜିମାତ କରିଥିଲା। ମୁଖ୍ୟଅତିଥିଭାବେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ସମ୍ମାନିତ ଅତିଥି ଭାବେ ଏଡିଏମ୍‌ ଭବେଶ କୁମାର ନାୟକ ଯୋଗଦେଇ ଚାମ୍ପିୟନ ଏବଂ ରନର୍ସଅପ୍‌ ଦଳକୁ ଟ୍ରଫି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri