ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ଥିତି ଅନୁଧ୍ୟାନ କଲେ ସ୍ବାସ୍ଥ୍ୟ ଯୁଗ୍ମ ସଚିବ

ପୁରୀ ଅଫିସ,୧୩।୧୦: ରବିବାର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ଥିତି ଅନୁଧ୍ୟାନ କରିଛନ୍ତି ସ୍ବାସ୍ଥ୍ୟ ଯୁଗ୍ମ ସଚିବ କାମିନୀ ଷଡ଼ଙ୍ଗୀ। ତାଙ୍କ ସହିତ ଓଡିଶା ମେଡିକାଲ ସର୍ଭିସ ନିର୍ଦ୍ଦେଶକ ରୁପା ରୋଶନ ସାହୁ, ଜିଲାପାଳ ବଲୱନ୍ତ ସିଂ ମଧ୍ୟ ବିଭିନ୍ନ ରୋଗୀ ଓ୍ବାର୍ଡ ପରିଦର୍ଶନ କରି ଚିକିତ୍ସା ସମ୍ପର୍କରେ ପଚାରି ବୁଝିଛନ୍ତି। ଚିକିତ୍ସାଳୟରେ ଉତ୍ତମ ସେବା, ରୋଗୀଙ୍କ ସହ ଉତ୍ତମ ବ୍ୟବହାର, ସ୍ବଚ୍ଛତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହିତ ନିରାମୟ ଯୋଜନା ସମୀକ୍ଷା, ଠିକା କର୍ମଚାରୀଙ୍କୁ ଥଇଥାନ, ଡାକ୍ତର ପଦବୀ ପୂରଣ, ପାର୍କିଂ ବ୍ୟବସ୍ଥା ତଥା ଭିତ୍ତିଭୂମି ବିକାଶ ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ଚିକିତ୍ସାଳୟର ବିଭିନ୍ନ ସେବା ଉପରେ ସିଡିଏମ୍‌ଓ ନୀଳକଣ୍ଠ ମିଶ୍ର, ଏଡିଏମ୍‌ଓ(ମେଡିକାଲ) ଶଶିଭୂଷଣ ରଥଙ୍କ ସହ ଆଲୋଚନା କରିଛନ୍ତି। ସର୍ଜରୀ, ଆହାର କେନ୍ଦ୍ର, ପ୍ର୍ରସୂତି ଓ ଶିଶୁ ୱାର୍ଡ, ଏସ୍‌ଏନ୍‌ସିୟୁ, ପରିଦର୍ଶନ କରି ରୋଗୀଙ୍କ ସହ ଯୁଗ୍ମ ସଚିବ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋର ଷ୍ଟାଡିୟମରେ ଲାଇଟ୍‌ ଅଚଳ, ଅନ୍ଧାରରେ ଖେଳୁଛନ୍ତି ଖେଳାଳି

କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ପିଏମ୍‌ ଶ୍ରୀ ବିଦ୍ୟାପୀଠର ପଛ ଭାଗରେ ତତ୍କାଳୀନ ବିଜେଡି ସରକାର ଶାସନ ସମୟ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ହୋଇଥିଲା।…

ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପିଏଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା, ଧନବାଦରେ….

ନୂଆଦିଲ୍ଲୀ,୧୦।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ଘଟଣାରେ ଝାଡ଼ଖଣ୍ଡର ଧନବାଦ ସହିତ ଏକ ସମ୍ପର୍କ ସାମ୍ନାକୁ ଆସିଛି । ହତ୍ୟାକାରୀମାନେ ଅପରାଧ…

୧୨ ଘଣ୍ଟାରେ ଗଲା ୩ ହରିଣଙ୍କ ଜୀବନ, ମାଂସ କାଟିବାକୁ ଶିକାରୀ ହେଉଥିଲେ ସଜବାଜ, ଆଉ ତା’ ପରେ…

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଶନିବାର ୧୨ ଘଣ୍ଟା ମଧ୍ୟରେ ୩ଟି ହରିଣ ମୃତ୍ୟୁବରଣ କରିଛନ୍ତି। ସେଥିମଧ୍ୟରୁ ମୁଜାଗଡ଼ ରେଞ୍ଜରେ ଦୁଇଟି…

ରିଭଲଭର ଦେଖାଇ ଡକାୟତି: ଘର କବାଟ ବାଡ଼ାଇଲେ, ଖୋଲିବାରୁ ୩ ଆଇଫୋନ୍‌ ସହ…

ପଦ୍ମପୁର,୧୦ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକର ପଗଡ଼ ନଦେଇଦିହ ଗ୍ରାମର ଶନିବାର ରାତିରେ ରିଭଲବର ଦେଖାଇ ଡକାୟତି ହୋଇଛି। ସୂଚନାନୁଯାୟୀ ଶନିବାର ରୀତିରଞ୍ଜନ ସ୍ବାଇଁ ଘରେ ନ…

ଫୁଟିଲା ଅଫୁଟା ବାଣ,୨ ଭଉଣୀ ଗୁରୁତର

ତିହିଡ଼ି,୧୦ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଦପା ଗ୍ରାମରେ ରବିବାର ଅଫୁଟା ବାଣ ଫୁଟି ୨ ଭଉଣୀ ଗୁରୁତର ଆହତ ହୋଇଛନ୍ତି।…

ଗାଁରେ ବାଘ ଆତଙ୍କ: ରାତିରେ ଗୁହାଳେ ପଶି ଖାଇଯାଉଛି ଛେଳି, ଗ୍ରାମବାସୀ ସତର୍କ ରହିବା ପାଇଁ…

ଦିଗପହଣ୍ଡି,୧୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍‌ର ଜକର ଗ୍ରାମ ନିକଟ ମା’…

ଭୁଲ କଲେ କି ବିଜୟ? ଶପଥ ଗ୍ରହଣରେ ଭାଷଣ ଦେବା ଆରମ୍ଭ କରିବା ସମୟରେ କାହିଁକି ବାଧା ଦେଇଥିଲେ ରାଜ୍ୟପାଳ, ଜାଣନ୍ତୁ ଏହାର କାରଣ

ଚେନ୍ନାଇ,୧୦।୫: ତାମିଲନାଡୁ ସି. ଜୋସେଫଙ୍କ ନାମରେ ଜଣେ ନୂତନ ମୁଖ୍ୟମନ୍ତ୍ରୀ ପାଇଛି। ରବିବାର (୧୦ ମଇ, ୨୦୨୬), ବିଜୟ ଶପଥ ଗ୍ରହଣ ପାଇଁ ମଞ୍ଚରେ ପହଞ୍ଚିବା ମାତ୍ରେ…

୨୪ ଘଣ୍ଟା ଭିତରେ କଡ଼ା ପଦକ୍ଷେପ ଗ୍ରହଣ କଲେ ବିଧାୟକ, ଲୋକଙ୍କ ସମସ୍ୟାକୁ ବୁଝି ଗାଁରେ କଲେ…

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବଡ଼ଖରିଡ଼ା ପଞ୍ଚାୟତର ବାଣନଈ ଗ୍ରାମରେ ପାଣି ପାଇଁ ଲୋକେ ଶନିବାର ରାଜରାସ୍ତାକୁ ଓହ୍ଲାଇଥିବା ବେଳେ ଲୋକଙ୍କ ଦାବିକୁ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri