ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ‘୫ଟି’ ସଚିବ

ଭଦ୍ରକ ଅଫିସ,୧୦।୧୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫ଟି’ର ଏକ ୩ ଜଣିଆ ଟିମ୍‌ ଅଚାନକ ପହଞ୍ଚିଛନ୍ତି। ପରେ ମେଡିକାଲ ପରିଦର୍ଶନ କରି ରୋଗୀଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଉଥିବା ସୁବିଧା ସୁଯୋଗ ଯାଞ୍ଚ କରିଛନ୍ତି। ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ, ଶାଳିନୀ ପଣ୍ଡିତ ଓ ସୁରେଶ ମହାପାତ୍ର ବିଭିନ୍ନ ଓ୍ବାର୍ଡ ବୁଲି ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ

ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri