ଜିଲାପାଳ,ଏସପି ଅଫିସ ବିଶୋଧନ ହେଲା

କେନ୍ଦୁଝର,୪।୪, (ସ୍ବ.ପ୍ର.) :କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ରେ ସାନିଟାଇଜେସନ କାମ ଜୋର ସୋର ରେ ଚାଲିଛି। ଶନିବାର ଜିଲାପାଳ, ଏସପି ଙ୍କ କାର୍ଯ୍ୟାଳୟ ସମେତ କେନ୍ଦୁଝରଗଡ ପୌରପାଳିକା କାର୍ଯ୍ୟାଳୟକୁ ବିଶୋଧନ କରାଯାଇଛି। ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହା କରାଯାଇଥିଲା। ରବିବାର କୋର୍ଟ, ବ୍ୟାଙ୍କ ଆଦି ପବ୍ଲିକ ଅଫିସ ବିଶୋଧନ କରାଯାଇ ପରବର୍ତୀ ସମୟରେ ରାସ୍ତା ଘାଟର ବିଶୋଧନ କରାଯିବ ବୋଲି ଜଣାପଡିଛି। ଦମକଳ ବିଭାଗ, ପୌର ପାଳିକା ଓ ସ୍ୱାସ୍ଥ୍ୟ ବିଭାଗ ମିଳିତ ଉଦ୍ୟମରେ ଏହି କାମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri