ଜିଲାପାଳଙ୍କ ଆବସିକ କାର୍ଯ୍ୟାଳୟରୁ ସାପ ଉଦ୍ଧାର

ବାରିପଦା ଅଫିସ, ୧୩ା୬-ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଆବାସିକ କାର୍ଯ୍ୟାଳୟ ପରିସରରୁ ଶୁକ୍ରବାର ସନ୍ଧ୍ୟାରେ ଏକ ବିରଳ ତମ୍ବାମୁଣ୍ଡିଆ ଟ୍ରିଙ୍କେଟ ପ୍ରଜାତିର ବିରାଟକାୟ ସାପ ଉଦ୍ଧାର କରାଯାଇଛି। ସନ୍ଧ୍ୟାରେ କର୍ମଚାରୀମାନେ କାର୍ଯ୍ୟାଳୟରେ ସାପକୁ ଦେଖି ସ୍ନେକ ହେଲ୍ପଲାଇନକୁ ଖବର ଦେଇଥିଲେ। କିଛି ସମୟ ପରେ ସାପ ଧରାଳି କୃଷ୍ଣଚନ୍ଦ୍ର ଗୋଚ୍ଛାୟତ ଆସି ସାପକୁ ଉଦ୍ଧାର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri