Posted inଜାତୀୟ

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପିଆଜ ବିକି ନିଆରା ପ୍ରତିବାଦ

ଆଗ୍ରା, ୧୦।୧୨: ବର୍ତ୍ତମାନ ମହଙ୍ଗା ବଜାରରେ ପିଆଜ ଦର ଶହେ ଟଙ୍କାରୁ ଟପିଛି। ପିଆଜର ମୂଲ୍ୟ ବୃଦ୍ଧି ହେବାରୁ ଏହାର ପ୍ରଭାବ ସିଧାସଳଖ ଗରିବ ଓ ମଧ୍ୟବିତ୍ତ ପରିବାରବର୍ଗଙ୍କ ଉପରେ ପଡୁଛି। ଆଗ୍ରାରେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ଟଙ୍କାରେ ବିକ୍ରି କରାଯାଉଛି। ଦେଶରେ ଲଗାତାର ଭାବେ ବଢ଼ୁଥିବା ପିଆଜ ଦରକୁ ନେଇ ସୋମବାର ବରିଷ୍ଠ କଂଗ୍ରେସଜନ ସଂଘର୍ଷ ସମିତି ପକ୍ଷରୁ ନିଆରା ପ୍ରତିବାଦ କରାଯାଇଛି। ବରିଷ୍ଠ କଂଗ୍ରେସଜନ ସଂଘର୍ଷ ସମିତିର କିଛି କର୍ମକର୍ତ୍ତା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦରବୃଦ୍ଧିକୁ ନେଇ ନିଆରା ଢ଼ଙ୍ଗରେ ବିରୋଧ କରିବା ସହ ଏକ ପିଆଜ ଷ୍ଟଲ ଖୋଲିଥିଲେ। ସେଠାରେ ସେମାନେ ପିଆଜ କିଲୋ ପ୍ରତି ୨୫ଟଙ୍କାରେ ବିକ୍ରି କରିଥିଲେ। ଯାହାକୁ କିଣିବା ପାଇଁ ଲୋକଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଏଥିସହ ସରକାର ତୁରନ୍ତ ଦରବୃଦ୍ଧି ହ୍ରାସ କରନ୍ତୁ ବୋଲି ଦଳ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri