ଜିଲାରେ ପୁଣି ଜଣେ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଲା, ଦୁଇ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଦ୍ରକ ଅଫିସ,୨୪ା୪: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ରୋଗୀ ସଂଖ୍ୟା ୧୨ରେ ପହଞ୍ଚିଛି। ତାଙ୍କର ବୟସ ୪୦ ବର୍ଷ। ଏହି ରୋଗୀ ଜଣକ ମଧ୍ୟ ବାସୁଦେବପୁର ବ୍ଲକର ବୋଲି ପ୍ରଶାସନ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତାଙ୍କର ମଧ୍ୟ ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ଅରଣ୍ଢଆ ଓ ବ୍ରାହ୍ମଣୀ ଗାଁ ପଞ୍ଚାୟତକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇ ରାସ୍ତା ସିଲ୍‌ କରାଯାଇଛି। ଅନ୍ୟପକ୍ଷରେ ଜିଲାରେ ୬୦ ଘଣ୍ଟିଆ ସଟ୍‌ଡାଉନ ଘୋଷଣା କରାଯାଇଛି। ଜିଲାରେ କରୋନା ରୋଗୀଙ୍କ ସଂଖ୍ୟା ବଢ଼ୁଥିବାରୁ ଏହିଭଳି ପଦକ୍ଷେପ ନିଆଯାଇଛି। ଏହି ସଟ୍‌ଡାଉନ ସମୟରେ ସ୍କ୍ରିନିଂ ପ୍ରକ୍ରିୟା ଜୋର୍‌ଦାର କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri