ଜିଲାରେ ଶ୍ରେଷ୍ଠ ବ୍ଲକ ଭାବେ ପାଟଣା ପୁରସ୍କୃତ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲାସ୍ତରୀୟ ୭୧ ତମ ଗଣତନ୍ତ୍ର ଦିବସ ଜିଲା ମୁଖ୍ୟାଳୟ ଷ୍ଟାଡିୟମରେ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲାର ପାଟଣା ବ୍ଲକକୁ ଶ୍ରେଷ୍ଠ ବ୍ଲକ ଭାବରେ ପୁରସ୍କୃତ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କଠାରୁ ପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଈଶ୍ୱରଚନ୍ଦ୍ର ନାଏକ ଏହି ପୁରସ୍କାର ଗ୍ରହଣ କରିଛନ୍ତି।
ସୂଚନାଯୋଗ୍ୟ, ଜିଲାର ୧୩ ଟି ବ୍ଲକ ମଧ୍ୟରୁ ପାଟଣା ସରକାରୀ ଯୋଜନାଗୁଡ଼ିକୁ ସଫଳ କରିବାରେ ଉତ୍କୃଷ୍ଟତା ପ୍ରତିପାଦନ କରିଥିବାରୁ ଏହି ପୁରସ୍କାର ବ୍ଲକକୁ ମିଳିଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଶିଷ ଠାକ୍‌ରେ, ଜିଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର ଓ ଜିଲାର ସମସ୍ତ ଉଚ୍ଚ ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri