Posted inଭଦ୍ରକ

ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ଭଦ୍ରକ ଅଫିସ, ୧୫।୮: ଭଦ୍ରକ କଲେଜ ପଡିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ଏହି ଉତ୍ସବରେ ଭଦ୍ରକ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ l ଜିଲାର ବିଭିନ୍ନ ସ୍କୁଲ ଓ କଲେଜର ପ୍ରାୟ ୪୫ରୁ ଅଧିକ ପରେଡ଼ ଟ୍ରୁପ ମିଳିତ ପରେଡ଼ରେ ଅଂଶଗ୍ରହଣ କରିଥିଲେl ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି…

୧୨ ଘଣ୍ଟିଆ ଭାରତ ବନ୍ଦ: ଭଦ୍ରକରେ ଜୋରଦାର ପ୍ରଭାବ

ଭଦ୍ରକ, ୧୨।୨(ସନାତନ ରାଉତ):କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଡାକରାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ କରାଯାଇଛି l ଭଦ୍ରକ ସହରରେ ଏହାର ଜୋରଦାର ପ୍ରଭାବ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି।…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି…

ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri