ଜୀବନ ସହ ସାଂଘାତିକ ଖେଳ: ଫୋନ୍‌ରେ ରକ୍ତ ନାଁରେ ମିଛ ପ୍ରଚାର

ପୁରୁଣା ଭୁବନେଶ୍ୱର, ୧୦। ୭ (ଡି.ଏନ.ଏ.): ମୋବାଇଲ୍‌ରୁ ମୋବାଇଲ୍‌କୁ ଘୂରି ବୁଲୁଛି ଏକ ମିଥ୍ୟା ଖବର। ସରକାର ‘ବ୍ଲଡ୍‌ ଅନ୍‌ କଲ୍‌’ ନାମରେ ଏକ ନୂଆ ଯୋଜନା ଆଣିଛନ୍ତି ବୋଲି ସେଥିରେ ସୂଚନା ଦିଆଯାଇଛି। କୁହାଯାଇଛି ଯେ, ଭାରତର ଯେକୌଣସି ସ୍ଥାନରେ ଯେକେହି ରକ୍ତ ଆବଶ୍ୟକ କରୁଥିଲେ ୧୦୪ ନମ୍ବରକୁ ଡାଏଲ କରନ୍ତୁ। ଡାଏଲ୍‌ କରିବାର ମାତ୍ର ୪ ଘଣ୍ଟା ମଧ୍ୟରେ ବୋତଲ ପିଛା ୪୫୦ ଟଙ୍କା ଦାମ୍‌ରେ ୪୦ କିଲୋମିଟର ଦୂରତ୍ୱ ସୀମାରେ ରକ୍ତ ମିଳିଯିବ। ଯାତାୟାତ ଖର୍ଚ୍ଚ ବାବଦକୁ ଅତିରିକ୍ତ ୧୦୦ଟଙ୍କା ଦେବାକୁ ହେବ। ଯୋଜନା ବାବଦରେ ଅଧିକ ଜାଣିବା ପାଇଁ କେତେଜଣ ବ୍ୟକ୍ତି ସେଞ୍ଚୁରିୟାନ ବ୍ଲଡ୍‌ ଡୋନର ଗୋପୀମୋହନ ପଟ୍ଟନାୟକ ଓ ଜାତୀୟ ଯୁବ ପୁରସ୍କାରପ୍ରାପ୍ତ ସାମାଜିକ କର୍ମୀ ସୁଶାନ୍ତ ସାହୁଙ୍କୁ ପଚାରି ବୁଝିଥିଲେ। ସୁଶାନ୍ତ ଓ ଗୋପୀମୋହନ ବିଭିନ୍ନ ଉତ୍ସ ଅନୁସନ୍ଧାନ କରି ଏହା ଏକ ମିଛ ଖବର ବୋଲି ଜାଣିବାକୁ ପାଇଲେ। ଏବେ ରକ୍ତର ଘୋର ଅଭାବ ଦେଖା ଦେଇଥିବା ବେଳେ ଏଭଳି ମିଛ ଖବର ବିଭ୍ରାନ୍ତି ସୃଷ୍ଟି କରୁଛି। ଏଭଳି ମିଥ୍ୟା ଖବର ପ୍ରସାରଣକୁ ତୁରନ୍ତ ବନ୍ଦ କରାଯିବା ସହିତ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ନିମିତ୍ତ ଗୋପୀମୋହନ ଓ ସୁଶାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri