ଜୀବନକାଳ ମଧ୍ୟରେ ୨ କିଲୋ ଲିପ୍‌ଷ୍ଟିକ ଲଗାନ୍ତି ମହିଳା

ନାରୀ ସର୍ବଦା ରହସ୍ୟମୟୀ। ଆଉ ନାରୀର ଏହି ରହସ୍ୟ ବିଷୟରେ ଅନେକଙ୍କୁ ହୁଏତ କିଛି କଥା ଜଣା ନ ଥିବ। ଅନେକ ଗୁଣରେ ନାରୀ ପୁରୁଷଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। କିଛି ଗବେଷଣା ଭିତ୍ତିକ ତଥ୍ୟ ମହିଳାମାନଙ୍କ ଉପରେ ଏମିତି କିଛି କଥା କହିଥାଏ।
– ଜଣେ ମହିଳା ଜୀବନକାଳ ମଧ୍ୟରେ ପ୍ରାୟ ୨ କିଲୋ ୭ଶହ ଗ୍ରାମ୍‌ ଲିପଷ୍ଟିକ୍‌ ଲଗାଇଥାଆନ୍ତି ବୋଲି କୁହାଯାଏ।
-ପ୍ରତିବର୍ଷ ପ୍ରାୟ ୧କୋଟି ୪୦ ଲକ୍ଷ କିଶୋରୀ ଗର୍ଭବତୀ ହୋଇଥାଆନ୍ତି ବୋଲି କୁହାଯାଏ। ଯାହାର ୯୦ ପ୍ରତିଶତ ଆମେରିକା ଭଳି ବିକାଶଶୀଳ ଦେଶରେ ଦେଖାଯାଏ।
-ଜଣେ ମହିଳା ବର୍ଷକୁ ଅତିକମ୍‌ରେ ୩୦ରୁ ୬୪ ଥର କାନ୍ଦିଥାଆନ୍ତି। ହେଲେ ଜଣେ ପୁରୁଷ ବର୍ଷକୁ ୬ରୁ ୧୭ ଥର କାନ୍ଦି ଥାଆନ୍ତି।
-ଶହେ ବର୍ଷ ଅତିକ୍ରମ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ୪ରୁ ୫ ଜଣ ମହିଳା ଥାଆନ୍ତି।
-ପୁରୁଷଙ୍କ ଭଳି ମହିଳାମାନେ ଖରାପ କଥା ହେବାକୁ ମଧ୍ୟ ପସନ୍ଦ କରିଥାଆନ୍ତି।
-ମହିଳାଙ୍କ ଆଘ୍ରାଣ ଶକ୍ତି ପୁରୁଷମାନଙ୍କ ଅପେକ୍ଷା ଅଧିକ। ଯାହା ସେମାନଙ୍କର ଜନ୍ମରୁ ରହିଥାଏ।
-ପୁରୁଷଙ୍କ ଅପେକ୍ଷା ମହିଳାଙ୍କର ଆଖିପତା ଦୁଇଗୁଣା ଅଧିକ ପଡିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri