ଜୀବନବିନ୍ଦୁରେ ୪୨ ୟୁନିଟ୍‌ ରକ୍ତ ସଂଗ୍ରହ

କେନ୍ଦୁଝର, ୩ା୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ନିର୍ବାଚନ ମଣ୍ଡଳୀର ପଳାଶପଙ୍ଗା ୪ନଂ. ଜିଲାପରିଷଦ ଜୋନରେ ରବିବାର ପର୍ଜନପୁର ପଞ୍ଚାୟତ କାର୍ଯ୍ୟାଳୟରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରକ୍ତଦାନ ଶିବିରରେ ମୋଟ ୪୨ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ଯୁବନେତା ଦିବ୍ୟଲୋଚନ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ବିଜେଡି ଜିଲା ସଭାପତି ମାଧବ ସର୍ଦ୍ଦାର ଉଦ୍‌ଘାଟନ କରିଥିଲେ। ସାମାଜିକ ଦୂରତା ବଜାୟ ରଖି କିପରି ରକ୍ତ ସଂଗ୍ରହ କରାଯାଇପାରିବ ତାହା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ରକ୍ତ ଅଭାବ ବେଳେ ଏହା ଲୋକଙ୍କ କାମରେ ଲାଗିପାରିବ ବୋଲି ସେମାନେ ଆଶା ବ୍ୟକ୍ତ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ : ଫାଇନାଲରେ ଗୋକର୍ଣ୍ଣପୁର, ଝଗଡା ପଲ୍ଲୀ ଟିମ୍

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ  ପକ୍ଷରୁ  ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

TMC ଛାଡିବେ ରଚନା ବାନାର୍ଜୀ! ଦିଦିଙ୍କୁ ବଡ଼ ଝଟ୍‌କା

କୋଲକାତା,୧୨।୬: ଟିଏମସିରେ ଆରମ୍ଭ ହୋଇଥିବା ବିଭାଜନ ଏବେ ବିସ୍ଫୋରକ ରୂପ ନେଇଛି। ଦଳର ୨୦ ଜଣ ଏମ୍ପି ବିଦ୍ରୋହ ଘୋଷଣା କରିଥିବା କୁହାଯାଉଥିଲେ ହେଁ ଏବେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri