ଜୁଆ ଆଡ୍ଡା ଉପରେ ଚଢ଼ାଉ, ୧୧ ଗିରଫ

ଫୁଲବାଣୀ ଅଫିସ, ୮ା୧୦- ଫୁଲବାଣୀ ସହର ନଦୀଖଣ୍ଡି ସାହିରେ ଏକ ଘରେ ଚାଲିଥିବା ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ସେଠାରୁ ନଗଦ ୬୩,୪୦୦ ଟଙ୍କା, ୩ କାର, ଗୋଟିଏ ବାଇକ୍‌, ତାସ, ମୋବାଇଲ ଫୋନ ଏବଂ ଗୋଟିଏ ଷ୍ଟିଲ ବାକ୍ସରୁ ୪୪୦୦ ଟଙ୍କା ଜବତ କରିଛି। ଏହି ଘଟଣାରେ ମୋଟ ୧୧ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ଗଞ୍ଜାମ ଓ କନ୍ଧମାଳ ଜିଲାର। ଜଣେ ବ୍ୟକ୍ତିଙ୍କ ଘରେ ଜୁଆ ଆଡ୍ଡା ଚାଲିଥିବା ଖବର ପାଇ ପୋଲିସ ଚଢାଉ କରିଥିଲା। ଏ ନେଇ ଥାନାରେ ନଂ.୧୪୬/୧୯ରେ ମାମଲା ରୁଜୁ ହୋଇଥିବା ଥାନାଧିକାରୀ ନରେଶ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri