ଜୁଆ ଆଡ୍ଡା ଉପରେ ଚଢ଼ାଉ: ୫ ଗିରଫ

ଖଲିକୋଟ,୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଦେବୀଝର ଡ୍ୟାମ୍‌ ନିକଟରେ ଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ଗୁରୁବାର ରାତିରେ ୫ ଜୁଆଡ଼ିଙ୍କୁ ଗିରଫ କରିଛିି। ସେମାନଙ୍କ ନିକଟରୁ ନଗଦ ୪୨ ଶହ ଟଙ୍କା, ୫ ବାଇକ୍‌ ଓ ୬ ମୋବାଇଲ ଜବତ ହୋଇଛି। ଖବରପାଇ ଖଲିକୋଟ ଆଇଆଇସି ସତ୍ୟରଞ୍ଜନ ପ୍ରଧାନ ଓ ଭେଜିପୁଟ ଓଆଇସି ସୁଶାନ୍ତ କୁମାର ପ୍ରଧାନ ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ଚଢ଼ାଉ କରିଥିଲେ। ଏ ନେଇ ଥାନାରେ କେସ୍‌ ନଂ. ୨୭୪/୧୯ ଏକ ମାମଲା ରୁଜୁ ହେବା ସହ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?