ଜୁଆ ଆଡ୍ଡାରୁ ୮ ଗିରଫ

ଆସିକା,୧୮ା୪(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କଲେଜଛକ ଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଶନିବାର ମଧ୍ୟାହ୍ନରେ ପୋଲିସ ଚଢାଉ କରି ୮ଜଣଙ୍କୁ ଗିରଫ କରିଛି। ସେଠାରୁ ୧୨,୫୦୦ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ମା’ଙ୍କ ଆଶିଷ ପାଇଁ ୪୫ ବର୍ଷର ପ୍ରତୀକ୍ଷା ଅନ୍ତ: ଜମିଲା ଆଦିବାସୀଙ୍କ ‘ଟୋକିମରା’ ପର୍ବ, ଦେଖିବାକୁ ହଜାର ହଜାର ଭକ୍ତଙ୍କ ସମାଗମ

ଥୁଆମୂଳ ରାମପୁର, ୨୯।୧୨ (ଦୁର୍ଗା କୀର୍ତ୍ତି): ବଣ ପାହାଡ଼ ଘେରା କଳାହାଣ୍ଡିର ଶାନ୍ତ ପରିବେଶ ଏବେ ମାଦଳର ତାଳେ ତାଳେ ଉତ୍ସବମୁଖର। କଳାହାଣ୍ଡି ଜିଲା ଥୁଆମୂଳ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri